Numbers 34:4 — Compare Translations
5 translations compared side by side
Odia - 1840
"ପୁଣି ତୁମ୍ଭମାନଙ୍କର ସୀମା ଦକ୍ଷିଣ ଦିଗରୁ ଫରେି ଅକ୍ରଦ୍ଦୀମ ଘାଟ ଦଇେ ସୀନ୍ ପର୍ୟ୍ଯନ୍ତ ୟିବ ଓ ସଠାରୁେ କାଦେଶ ବର୍ଣଯରେ ଦକ୍ଷିଣ ଦଇେ ହତସର-ଅଦରକୁ ଆସି ଅସ୍ମୋନ ପର୍ୟ୍ଯନ୍ତ ୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତୁମ୍ଭମାନଙ୍କର ସୀମା ଦକ୍ଷିଣ ଦିଗରୁ ଫେରି ଅକ୍ରବ୍ବୀମ ଘାଟ ଦେଇ ସିନ୍ ପର୍ଯ୍ୟନ୍ତ ଯିବ ଓ ସେଠାରୁ କାଦେଶ-ବର୍ଣ୍ଣେୟର ଦକ୍ଷିଣ ଦେଇ ହତ୍ସର-ଅଦରକୁ ଆସି ଅସ୍ମୋନ ପର୍ଯ୍ୟନ୍ତ ଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ତୁମ୍ଭମାନଙ୍କର ସୀମା ଦକ୍ଷିଣ ଦିଗରୁ ଫେରି ଅକ୍ରବ୍ବୀମ ଘାଟ ଦେଇ ସୀନ୍ ପର୍ଯ୍ୟନ୍ତ ଯିବ ଓ ସେଠାରୁ କାଦେଶ ବର୍ଣ୍ଣୟେର ଦକ୍ଷିଣ ଦେଇ ହତ୍ସର-ଅଦରକୁ ଆସି ଅସ୍ମୋନ ପର୍ଯ୍ୟନ୍ତ ଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭମାନଙ୍କର ସୀମା ଦକ୍ଷିଣ ଦିଗରୁ ଫେରି ଅକ୍ରବ୍ବୀମ ଘାଟ ଦେଇ ସୀନ୍ ପର୍ଯ୍ୟନ୍ତ ଯିବ ଓ ସେଠାରୁ କାଦେଶ-ବର୍ଣ୍ଣେୟର ଦକ୍ଷିଣ ଦେଇ ହତ୍ସର-ଅଦରକୁ ଆସି ଅସ୍ମୋନ ପର୍ଯ୍ୟନ୍ତ ଯିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭମାନଙ୍କର ସୀମା ଦକ୍ଷିଣ ଦିଗରୁ ଫେରି ଅକ୍ରବ୍ବୀମ ଘାଟ ଦେଇ ସୀନ୍ ପର୍ଯ୍ୟନ୍ତ ଯିବ ଓ ସେଠାରୁ କାଦେଶ-ବର୍ଣ୍ଣେୟର ଦକ୍ଷିଣ ଦେଇ ହତ୍ସର-ଅଦରକୁ ଆସି ଅସ୍ମୋନ ପର୍ଯ୍ୟନ୍ତ ଯିବ।