Numbers 34:5 — Compare Translations
5 translations compared side by side
Odia - 1840
"ଏହାପରେ ସହେି ସୀମା ଅସ୍ମୋନରୁ ମିଶର ନଦୀ ଆଡକୁ ବିସ୍ତୃତ ହବେ ଓ ସହେି ଭୂମଧ୍ଯସାଗର ନିକଟରେ ଶଷେ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ସେହି ସୀମା ଅସ୍ମୋନରୁ ମିସରର ନଦୀ ପର୍ଯ୍ୟନ୍ତ ବୁଲି ଆସିବ ଓ ସେହି ସୀମା ମହାସମୁଦ୍ର ନିକଟରେ ଶେଷ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସେହି ସୀମା ଅସ୍ମୋନରୁ ମିଶର ନଦୀ ଆଡ଼କୁ ବିସ୍ତୃତ ହେବ ଓ ସେହି ଭୂମଧ୍ୟସାଗର ନିକଟରେ ଶେଷ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ସେହି ସୀମା ଅସ୍ମୋନରୁ ମିସରର ନଦୀ ପର୍ଯ୍ୟନ୍ତ ବୁଲି ଆସିବ ଓ ସେହି ସୀମା ମହାସମୁଦ୍ର ନିକଟରେ ଶେଷ ହେବ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ସେହି ସୀମା ଅସ୍ମୋନରୁ ମିସରର ନଦୀ ପର୍ଯ୍ୟନ୍ତ ବୁଲି ଆସିବ ଓ ସେହି ସୀମା ମହାସମୁଦ୍ର ନିକଟରେ ଶେଷ ହେବ।