Numbers 34:6 — Compare Translations
5 translations compared side by side
Odia - 1840
"ଭୂମଧ୍ଯସାଗର ପଶ୍ଚିମ ସୀମା ହବେ। ଏହା ତୁମ୍ଭମାନଙ୍କର ପଶ୍ଚିମ ସୀମା ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ମହାସମୁଦ୍ର ଓ ତହିଁର ସୀମା ପଶ୍ଚିମ ସୀମା ହେବ; ଏହା ତୁମ୍ଭମାନଙ୍କର ପଶ୍ଚିମ ସୀମା ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଭୂମଧ୍ୟସାଗର ପଶ୍ଚିମ ସୀମା ହେବ। ଏହା ତୁମ୍ଭମାନଙ୍କର ପଶ୍ଚିମ ସୀମା ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ମହାସମୁଦ୍ର ଓ ତହିଁର ସୀମା ପଶ୍ଚିମ ସୀମା ହେବ; ଏହା ତୁମ୍ଭମାନଙ୍କର ପଶ୍ଚିମ ସୀମା ହେବ।
Odia IRV 2017 (ଓଡିଆ ବାଇବେଲ)
ଆଉ ମହାସମୁଦ୍ର ଓ ତହିଁର ସୀମା ପଶ୍ଚିମ ସୀମା ହେବ; ଏହା ତୁମ୍ଭମାନଙ୍କର ପଶ୍ଚିମ ସୀମା ହେବ।