Numbers 34:7 — Compare Translations
5 translations compared side by side
Odia - 1840
"ଆଉ ଏହା ତୁମ୍ଭମାନଙ୍କର ଉତ୍ତର ସୀମା ହବେ। ଏହା ଭୂମଧ୍ଯସାଗରଠାରୁ ହାରେ ପର୍ବତ ପର୍ୟ୍ଯନ୍ତ ବିସ୍ତୃତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତୁମ୍ଭମାନଙ୍କର ଉତ୍ତର ସୀମା ଏହି; ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ମହାସମୁଦ୍ରଠାରୁ ହୋର ପର୍ବତ ପର୍ଯ୍ୟନ୍ତ ଚିହ୍ନିତ କରିବ;
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଏହା ତୁମ୍ଭମାନଙ୍କର ଉତ୍ତର ସୀମା ହେବ। ଏହା ଭୂମଧ୍ୟସାଗରଠାରୁ ହୋର ପର୍ବତ ପର୍ଯ୍ୟନ୍ତ ବିସ୍ତୃତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତୁମ୍ଭମାନଙ୍କର ଉତ୍ତର ସୀମା ଏହି ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ମହାସମୁଦ୍ରଠାରୁ ହୋର ପର୍ବତ ପର୍ଯ୍ୟନ୍ତ ଚିହ୍ନିତ କରିବ;
Odia IRV 2017 (ଓଡିଆ ବାଇବେଲ)
ଆଉ ତୁମ୍ଭମାନଙ୍କର ଉତ୍ତର ସୀମା ଏହି ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ମହାସମୁଦ୍ରଠାରୁ ହୋର ପର୍ବତ ପର୍ଯ୍ୟନ୍ତ ଚିହ୍ନିତ କରିବ;