Numbers 34:8 — Compare Translations
5 translations compared side by side
Odia - 1840
"ହାରଠାରୁେ ଏହି ସୀମା ଆରମ୍ଭ ହାଇେ ହମାତ ପର୍ୟ୍ଯନ୍ତ ବିସ୍ତୃତ ହାଇେ ସଦାଦ୍ ନିକଟରେ ଶଷେ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହୋର ପର୍ବତଠାରୁ ତୁମ୍ଭେମାନେ ହମାତର ପ୍ରବେଶସ୍ଥାନ ପର୍ଯ୍ୟନ୍ତ ଚିହ୍ନିତ କରିବ; ପୁଣି ସେଠାରୁ ସେହି ସୀମା ସଦାଦ୍ ନିକଟରେ ଶେଷ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ହୋରଠାରୁ ଏହି ସୀମା ଆରମ୍ଭ ହୋଇ ହମାତ ପର୍ଯ୍ୟନ୍ତ ବିସ୍ତୃତ ହୋଇ ସଦାଦ୍ ନିକଟରେ ଶେଷ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହୋର ପର୍ବତଠାରୁ ତୁମ୍ଭେମାନେ ହମାତର ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ଚିହ୍ନିତ କରିବ; ପୁଣି, ସେଠାରୁ ସେହି ସୀମା ସଦାଦ୍ ନିକଟରେ ଶେଷ ହେବ।
Odia IRV 2017 (ଓଡିଆ ବାଇବେଲ)
ହୋର ପର୍ବତଠାରୁ ତୁମ୍ଭେମାନେ ହମାତର ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ଚିହ୍ନିତ କରିବ; ପୁଣି, ସେଠାରୁ ସେହି ସୀମା ସଦାଦ୍ ନିକଟରେ ଶେଷ ହେବ।