Numbers 34:9 — Compare Translations
5 translations compared side by side
Odia - 1840
"ତୁମ୍ଭର ଉତ୍ତର ସୀମା ସିଫ୍ରୋଣ ପର୍ୟ୍ଯନ୍ତ ବିସ୍ତୃତ ହାଇେ ହତସର-ଐନନ ରେ ଶଷେ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେହି ସୀମା ସିଫ୍ରୋଣ ପର୍ଯ୍ୟନ୍ତ ଯିବ ଓ ହତ୍ସର-ଐନନରେ ତହିଁର ଶେଷ ହେବ; ଏହା ତୁମ୍ଭମାନଙ୍କର ଉତ୍ତର ସୀମା ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ଉତ୍ତର ସୀମା ସିଫ୍ରୋଣ ପର୍ଯ୍ୟନ୍ତ ବିସ୍ତୃତ ହୋଇ ହତ୍ସର-ଐନନରେ ଶେଷ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେହି ସୀମା ସିଫ୍ରୋଣ ପର୍ଯ୍ୟନ୍ତ ଯିବ ଓ ହତ୍ସର-ଐନନ୍ରେ ତହିଁର ଶେଷ ହେବ; ଏହା ତୁମ୍ଭମାନଙ୍କର ଉତ୍ତର ସୀମା ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେହି ସୀମା ସିଫ୍ରୋଣ ପର୍ଯ୍ୟନ୍ତ ଯିବ ଓ ହତ୍ସର-ଐନନରେ ତହିଁର ଶେଷ ହେବ; ଏହା ତୁମ୍ଭମାନଙ୍କର ଉତ୍ତର ସୀମା ହେବ।