Numbers 35:1 — Compare Translations
5 translations compared side by side
Odia - 1840
"ଅନନ୍ତର ସଦାପ୍ରଭୁ ମାଯାେବ ପଦା ରେ ଯିରୀହାେ ନିକଟସ୍ଥ ୟର୍ଦ୍ଦନ ନଦୀ ଆରପାରି ରେ ମାଶାଙ୍କେୁ କହିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସଦାପ୍ରଭୁ ମୋୟାବ-ପଦାରେ ଯିରୀହୋ ନିକଟସ୍ଥ ଯର୍ଦ୍ଦନ ନଦୀ ସମୀପରେ ମୋଶାଙ୍କୁ କହିଲେ,
Odia Bible ERV 2004 (ପବିତ୍ର ବାଇବଲ)
ଲେବୀୟମାନଙ୍କ ନଗର ଅନନ୍ତର ସଦାପ୍ରଭୁ ମୋୟାବ ପଦାରେ ଯିରୀହୋ ନିକଟସ୍ଥ ଯର୍ଦ୍ଦନ ନଦୀ ଆରପାରିରେ ମୋଶାଙ୍କୁ କହିଲେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସଦାପ୍ରଭୁ ମୋୟାବ-ପଦାରେ ଯିରୀହୋ ନିକଟସ୍ଥ ଯର୍ଦ୍ଦନ ନଦୀ ସମୀପରେ ମୋଶାଙ୍କୁ କହିଲେ,
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସଦାପ୍ରଭୁ ମୋୟାବ-ପଦାରେ ଯିରୀହୋ ନିକଟସ୍ଥ ଯର୍ଦ୍ଦନ ନଦୀ ସମୀପରେ ମୋଶାଙ୍କୁ କହିଲେ,