Numbers 35:11 — Compare Translations
5 translations compared side by side
Odia - 1840
"ନିଜ ନିଜ ଆଶ୍ରଯ ନଗର ହବୋ ନିମନ୍ତେ କେତେ ଗୁଡିଏ ନଗର ନିରୂପଣ କରିବ; କହେି ଅନିଚ୍ଛା ରେ କାହାକୁ ହତ୍ଯା କରେ, ସହେିସବୁ ନଗରକୁ ୟାଇପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆପଣାମାନଙ୍କର ଆଶ୍ରୟ ନଗର ହେବା ନିମନ୍ତେ କେତେଗୁଡ଼ିଏ ନଗର ନିରୂପଣ କରିବ, ତହିଁରେ ଯେଉଁ ଜନ ଭ୍ରାନ୍ତିରେ କୌଣସି ମନୁଷ୍ୟକୁ ବଧ କରେ, ଏପରି ନରହତ୍ୟାକାରୀ ସେଠାକୁ ପଳାଇ ଯାଇ ପାରିବ ।
Odia Bible ERV 2004 (ପବିତ୍ର ବାଇବଲ)
ନିଜ ନିଜ ଆଶ୍ରୟ ନଗର ହେବା ନିମନ୍ତେ କେତେ ଗୁଡ଼ିଏ ନଗର ନିରୂପଣ କରିବ; କେହି ଅନିଛାରେ କାହାକୁ ହତ୍ୟା କରେ, ସେହିସବୁ ନଗରକୁ ଯାଇପାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆପଣାମାନଙ୍କର ଆଶ୍ରୟ ନଗର ହେବା ନିମନ୍ତେ କେତେଗୁଡ଼ିଏ ନଗର ନିରୂପଣ କରିବ, ତହିଁରେ ଯେଉଁ ଜନ ଭ୍ରାନ୍ତିରେ କୌଣସି ମନୁଷ୍ୟକୁ ବଧ କରେ, ଏପରି ନରହତ୍ୟାକାରୀ ସେଠାକୁ ପଳାଇ ଯାଇ ପାରିବ।
Odia IRV 2017 (ଓଡିଆ ବାଇବେଲ)
ଆପଣାମାନଙ୍କର ଆଶ୍ରୟ ନଗର ହେବା ନିମନ୍ତେ କେତେଗୁଡ଼ିଏ ନଗର ନିରୂପଣ କରିବ, ତହିଁରେ ଯେଉଁ ଜନ ଭ୍ରାନ୍ତିରେ କୌଣସି ମନୁଷ୍ୟକୁ ବଧ କରେ, ଏପରି ନରହତ୍ୟାକାରୀ ସେଠାକୁ ପଳାଇ ଯାଇ ପାରିବ।