Numbers 35:12 — Compare Translations

5 translations compared side by side

Odia - 1840
"ଏହି ନଗରଗୁଡିକ ହତ୍ଯାକାରୀ ପାଇଁ ନିରାପଦ ଅଟେ, ସହେି ବ୍ଯକ୍ତିମାନଙ୍କଠାରୁ ଯେଉଁମାନଙ୍କର ଦାଯିତ୍ବ ହତ୍ଯାକାରୀକୁ ଦଣ୍ତିତ କରିବା, ହତ୍ଯାକାରୀକୁ ମଣ୍ତଳ ନିକଟରେ ବିଚାର ପାଇଁ ଉପସ୍ଥିତ ନକଲା ପର୍ୟ୍ଯନ୍ତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ନରହତ୍ୟାକାରୀ ବିଚାରାର୍ଥେ ମଣ୍ତଳୀ ସମ୍ମୁଖରେ ଉପସ୍ଥିତ ହେବା ପର୍ଯ୍ୟନ୍ତ ଯେପରି ନ ମରେ, ଏଥିପାଇଁ ସେହି ନଗରମାନ ପ୍ରତିହନ୍ତାଠାରୁ ତୁମ୍ଭମାନଙ୍କ ପ୍ରତି ଆଶ୍ରୟସ୍ଥାନ ହେବ;
Odia Bible ERV 2004 (ପବିତ୍ର ବାଇବଲ)
ଏହି ନଗରଗୁଡ଼ିକ ହତ୍ୟାକାରୀ ପାଇଁ ନିରାପଦ ଅଟେ, ସେହି ବ୍ୟକ୍ତିମାନଙ୍କଠାରୁ ଯେଉଁମାନଙ୍କର ଦାୟିତ୍ୱ ହତ୍ୟାକାରୀକୁ ଦଣ୍ତିତ କରିବା, ହତ୍ୟାକାରୀକୁ ମଣ୍ତଳୀ ନିକଟରେ ବିଗ୍ଭର ପାଇଁ ଉପସ୍ଥିତ ନକଲା ପର୍ଯ୍ୟନ୍ତ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ନରହତ୍ୟାକାରୀ ବିଚାରାର୍ଥେ ମଣ୍ଡଳୀ ସମ୍ମୁଖରେ ଉପସ୍ଥିତ ହେବା ପର୍ଯ୍ୟନ୍ତ ଯେପରି ନ ମରେ, ଏଥିପାଇଁ ସେହି ନଗରମାନ ପ୍ରତିହନ୍ତାଠାରୁ ତୁମ୍ଭମାନଙ୍କ ପ୍ରତି ଆଶ୍ରୟ ସ୍ଥାନ ହେବ;
Odia IRV 2017 (ଓଡିଆ ବାଇବେଲ)
ପୁଣି, ନରହତ୍ୟାକାରୀ ବିଚାରାର୍ଥେ ମଣ୍ଡଳୀ ସମ୍ମୁଖରେ ଉପସ୍ଥିତ ହେବା ପର୍ଯ୍ୟନ୍ତ ଯେପରି ନ ମରେ, ଏଥିପାଇଁ ସେହି ନଗରମାନ ପ୍ରତିହନ୍ତାଠାରୁ ତୁମ୍ଭମାନଙ୍କ ପ୍ରତି ଆଶ୍ରୟ ସ୍ଥାନ ହେବ;