Numbers 35:13 — Compare Translations
5 translations compared side by side
Odia - 1840
"ଏହିରୂପେ ତୁମ୍ଭମାନଙ୍କ ନଗର ମଧ୍ଯରୁ ଛଅ ଗୋଟି ଆଶ୍ରଯ ନଗର ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ତୁମ୍ଭେମାନେ ଯେ ଯେ ନଗର ଦେବ, ତାହା ତୁମ୍ଭମାନଙ୍କ ନିମନ୍ତେ ଛଅ ଆଶ୍ରୟ ନଗର ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଏହିରୂପେ ତୁମ୍ଭମାନଙ୍କ ନଗର ମଧ୍ୟରୁ ଛଅ ଗୋଟି ଆଶ୍ରୟ ନଗର ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ତୁମ୍ଭେମାନେ ଯେଉଁ ଯେଉଁ ନଗର ଦେବ, ତାହା ତୁମ୍ଭମାନଙ୍କ ନିମନ୍ତେ ଛଅ ଆଶ୍ରୟ ନଗର ହେବ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ତୁମ୍ଭେମାନେ ଯେଉଁ ଯେଉଁ ନଗର ଦେବ, ତାହା ତୁମ୍ଭମାନଙ୍କ ନିମନ୍ତେ ଛଅ ଆଶ୍ରୟ ନଗର ହେବ।