Numbers 35:14 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ୟର୍ଦ୍ଦନର ପୂର୍ବ ପାରି ରେ ତିନି ନଗର ଦବେ ଓ କିଣାନ ଦେଶ ମଧିଅରେ ତିନି ନଗର ଦବେ; ତାହାସବୁ ଆଶ୍ରଯ ନଗର ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଯର୍ଦ୍ଦନର ପୂର୍ବପାରିରେ ତିନି ନଗର ଦେବ ଓ କିଣାନ ଦେଶ ମଧ୍ୟରେ ତିନି ନଗର ଦେବ; ତାହାସବୁ ଆଶ୍ରୟ ନଗର ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଯର୍ଦ୍ଦନର ପୂର୍ବ ପାରିରେ ତିନି ନଗର ଦେବ ଓ କିଣାନ ଦେଶ ମଧ୍ୟରେ ତିନି ନଗର ଦେବ; ତାହା ସବୁ ଆଶ୍ରୟ ନଗର ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଯର୍ଦ୍ଦନର ପୂର୍ବପାରିରେ ତିନି ନଗର ଦେବ ଓ କିଣାନ ଦେଶ ମଧ୍ୟରେ ତିନି ନଗର ଦେବ; ତାହାସବୁ ଆଶ୍ରୟ ନଗର ହେବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଯର୍ଦ୍ଦନର ପୂର୍ବପାରିରେ ତିନି ନଗର ଦେବ ଓ କିଣାନ ଦେଶ ମଧ୍ୟରେ ତିନି ନଗର ଦେବ; ତାହାସବୁ ଆଶ୍ରୟ ନଗର ହେବ।