Numbers 35:15 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲର ଲୋକମାନଙ୍କ ନିମନ୍ତେ, ବିଦେଶ ରେ ଜନ୍ମିତ ବାସିନ୍ଦା ନିମନ୍ତେ ଓ ବିଦେଶୀ ସ୍ଥାଯୀବାସିନ୍ଦାମାନଙ୍କ ନିମନ୍ତେ ସହେି ଛଅ ନଗର ଆଶ୍ରଯସ୍ଥାନ ହବେ; ତହିଁରେ ଯେ ପ୍ରେତ୍ୟକକ ଜନ ଭ୍ରାନ୍ତି ରେ କୌଣସି ମନୁଷ୍ଯକୁ ବଧ କରେ, ସେ ସହେି ସ୍ଥାନକୁ ପଲାଇ ୟାଇପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇସ୍ରାଏଲ-ସନ୍ତାନମାନଙ୍କ ନିମନ୍ତେ ଓ ସେମାନଙ୍କ ମଧ୍ୟରେ ବିଦେଶୀ ଓ ପ୍ରବାସୀ ନିମନ୍ତେ ସେହି ଛଅ ନଗର ଆଶ୍ରୟସ୍ଥାନ ହେବ; ତହିଁରେ ଯେ ପ୍ରତ୍ୟେକ ଜନ ଭ୍ରାନ୍ତିରେ କୌଣସି ମନୁଷ୍ୟକୁ ବଧ କରେ, ସେ ସେହି ସ୍ଥାନକୁ ପଳାଇ ଯାଇ ପାରେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ଲୋକମାନଙ୍କ ନିମନ୍ତେ, ବିଦେଶରେ ଜନ୍ମିତ ବାସିନ୍ଦା ନିମନ୍ତେ ଓ ବିଦେଶୀ ସ୍ଥାୟୀବାସିନ୍ଦାମାନଙ୍କ ନିମନ୍ତେ ସେହି ଛଅ ନଗର ଆଶ୍ରୟସ୍ଥାନ ହେବ; ତହିଁରେ ଯେ ପ୍ରତ୍ୟେକ ଜନ ଭ୍ରାନ୍ତିରେ କୌଣସି ମନୁଷ୍ୟକୁ ବଧ କରେ, ସେ ସେହି ସ୍ଥାନକୁ ପଲାଇ ଯାଇପାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇସ୍ରାଏଲ ସନ୍ତାନମାନଙ୍କ ନିମନ୍ତେ ଓ ସେମାନଙ୍କ ମଧ୍ୟରେ ବିଦେଶୀ ଓ ପ୍ରବାସୀ ନିମନ୍ତେ ସେହି ଛଅ ନଗର ଆଶ୍ରୟ ସ୍ଥାନ ହେବ; ତହିଁରେ ଯେଉଁ ପ୍ରତ୍ୟେକ ଜନ ଭ୍ରାନ୍ତିରେ କୌଣସି ମନୁଷ୍ୟକୁ ବଧ କରେ, ସେ ସେହି ସ୍ଥାନକୁ ପଳାଇ ଯାଇପାରେ।
Odia IRV 2017 (ଓଡିଆ ବାଇବେଲ)
ଇସ୍ରାଏଲ ସନ୍ତାନମାନଙ୍କ ନିମନ୍ତେ ଓ ସେମାନଙ୍କ ମଧ୍ୟରେ ବିଦେଶୀ ଓ ପ୍ରବାସୀ ନିମନ୍ତେ ସେହି ଛଅ ନଗର ଆଶ୍ରୟ ସ୍ଥାନ ହେବ; ତହିଁରେ ଯେଉଁ ପ୍ରତ୍ୟେକ ଜନ ଭ୍ରାନ୍ତିରେ କୌଣସି ମନୁଷ୍ୟକୁ ବଧ କରେ, ସେ ସେହି ସ୍ଥାନକୁ ପଳାଇ ଯାଇ ପାରେ।