Numbers 35:16 — Compare Translations
5 translations compared side by side
Odia - 1840
"ଯଦି କହେି ଲୌହ ନିର୍ମିତ ଅସ୍ତ୍ରଦ୍ବାରା କରିବାକୁ ବଧ କଲେ, ତବେେ ସେ ନରହତ୍ଯାକାରୀ ଓ ସେ ପ୍ରାଣଦଣ୍ତ ପାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେବେ କେହି ଲୌହ ଅସ୍ତ୍ର ଦ୍ଵାରା କାହାରିକୁ ଏପରି ଆଘାତ କରେ, ଯେ ତହିଁରେ ସେ ମରେ, ତେବେ ସେ ନରହତ୍ୟାକାରୀ; ସେହି ନରହତ୍ୟାକାରୀର ଅବଶ୍ୟ ପ୍ରାଣଦଣ୍ତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
“ଯଦି କେହି ଲୌହ ନିର୍ମିତ ଅସ୍ତ୍ରଦ୍ୱାରା କାହାରିକୁ ବଧ କରେ, ତେବେ ସେ ନରହତ୍ୟାକାରୀ ଓ ସେ ପ୍ରାଣଦଣ୍ତ ପାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯଦି କେହି ଲୌହ ଅସ୍ତ୍ର ଦ୍ୱାରା କାହାରିକୁ ଏପରି ଆଘାତ କରେ ଯେ, ତହିଁରେ ସେ ମରେ, ତେବେ ସେ ନରହତ୍ୟାକାରୀ; ସେହି ନରହତ୍ୟାକାରୀର ଅବଶ୍ୟ ପ୍ରାଣଦଣ୍ଡ ହେବ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯଦି କେହି ଲୌହ ଅସ୍ତ୍ର ଦ୍ୱାରା କାହାରିକୁ ଏପରି ଆଘାତ କରେ ଯେ, ତହିଁରେ ସେ ମରେ, ତେବେ ସେ ନରହତ୍ୟାକାରୀ; ସେହି ନରହତ୍ୟାକାରୀର ଅବଶ୍ୟ ପ୍ରାଣଦଣ୍ଡ ହେବ।