Numbers 35:17 — Compare Translations
5 translations compared side by side
Odia - 1840
"ଆଉ ଯେଉଁ ପଥରଦ୍ବାରା ଜଣଙ୍କର ମୃତ୍ଯୁ ହାଇପୋରିବ, ସପରେି ଏକ ପଥର ଦ୍ବାରା ଯଦି କହେି ବାହାରକୁ ଆଘାତ କରି ମାରିଦିଏ, ତବେେ ସେ ନରହତ୍ଯାକାରୀ ଓ ତା'ର ଅବଶ୍ଯ ପ୍ରାଣଦଣ୍ତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯାହା ଦ୍ଵାରା ମନୁଷ୍ୟ ମରିପାରେ, ଏପରି ପଥର ହସ୍ତରେ ନେଇ ଯେବେ ସେ କାହାକୁ ଆଘାତ କରେ ଓ ତହିଁରେ ସେ ମରେ, ତେବେ ସେ ନରହତ୍ୟାକାରୀ; ସେହି ନରହତ୍ୟାକାରୀର ଅବଶ୍ୟ ପ୍ରାଣଦଣ୍ତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଯେଉଁ ପଥରଦ୍ୱାରା ଜଣକର ମୃତ୍ୟୁ ହୋଇପାରିବ, ସେପରି ଏକ ପଥର ଦ୍ୱାରା ଯଦି କେହି କାହାରିକୁ ଆଘାତ କରି ମାରିଦିଏ, ତେବେ ସେ ନରହତ୍ୟାକାରୀ ଓ ତା’ର ଅବଶ୍ୟ ପ୍ରାଣଦଣ୍ତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯାହା ଦ୍ୱାରା ମନୁଷ୍ୟ ମରିପାରେ, ଏପରି ପଥର ହସ୍ତରେ ନେଇ ଯଦି ସେ କାହାକୁ ଆଘାତ କରେ ଓ ତହିଁରେ ସେ ମରେ, ତେବେ ସେ ନରହତ୍ୟାକାରୀ; ସେହି ନରହତ୍ୟାକାରୀର ଅବଶ୍ୟ ପ୍ରାଣଦଣ୍ଡ ହେବ।
Odia IRV 2017 (ଓଡିଆ ବାଇବେଲ)
ଆଉ ଯାହା ଦ୍ୱାରା ମନୁଷ୍ୟ ମରିପାରେ, ଏପରି ପଥର ହସ୍ତରେ ନେଇ ଯଦି ସେ କାହାକୁ ଆଘାତ କରେ ଓ ତହିଁରେ ସେ ମରେ, ତେବେ ସେ ନରହତ୍ୟାକାରୀ; ସେହି ନରହତ୍ୟାକାରୀର ଅବଶ୍ୟ ପ୍ରାଣଦଣ୍ଡ ହେବ।