Numbers 35:18 — Compare Translations
5 translations compared side by side
Odia - 1840
"ଆଉ ଯେଉଁ କାଠ ନିର୍ମିତ ଅସ୍ତ୍ର ରେ ଜଣେ ମରିପାରିବ, ସପରେି ଏକ ଅସ୍ତ୍ର ବ୍ଯବହାର କରି ଯଦି ଜଣେ ଅନ୍ୟକୁ ଆଘାତ କରେ ଓ ସେଥି ରେ ସେ ମ ରେ, ତବେେ ସେ ନରହତ୍ଯାକାରୀ ଓ ସେ ଅବଶ୍ଯ ମୃତ୍ଯୁଦଣ୍ତ ପାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅବା ଯାହା ଦ୍ଵାରା ମନୁଷ୍ୟ ମରିପାରେ, ଏପରି କୌଣସି କାଷ୍ଠ-ଅସ୍ତ୍ର ହସ୍ତରେ ନେଇ ଯେବେ ସେ କାହାକୁ ଆଘାତ କରେ ଓ ତହିଁରେ ସେ ମରେ, ତେବେ ସେ ନରହତ୍ୟାକାରୀ; ସେହି ନରହତ୍ୟାକାରୀର ଅବଶ୍ୟ ପ୍ରାଣଦଣ୍ତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଯେଉଁ କାଠ ନିର୍ମିତ ଅସ୍ତ୍ରରେ ଜଣେ ମରିପାରିବ, ସେପରି ଏକ ଅସ୍ତ୍ର ବ୍ୟବହାର କରି ଯଦି ଜଣେ ଅନ୍ୟକୁ ଆଘାତ କରେ ଓ ସେଥିରେ ସେ ମରେ, ତେବେ ସେ ନରହତ୍ୟାକାରୀ ଓ ସେ ଅବଶ୍ୟ ମୃତ୍ୟୁଦଣ୍ତ ପାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅବା ଯାହା ଦ୍ୱାରା ମନୁଷ୍ୟ ମରିପାରେ, ଏପରି କୌଣସି କାଷ୍ଠ-ଅସ୍ତ୍ର ହସ୍ତରେ ନେଇ ଯଦି ସେ କାହାକୁ ଆଘାତ କରେ ଓ ତହିଁରେ ସେ ମରେ, ତେବେ ସେ ନରହତ୍ୟାକାରୀ; ସେହି ନରହତ୍ୟାକାରୀର ଅବଶ୍ୟ ପ୍ରାଣଦଣ୍ଡ ହେବ।
Odia IRV 2017 (ଓଡିଆ ବାଇବେଲ)
ଅବା ଯାହା ଦ୍ୱାରା ମନୁଷ୍ୟ ମରିପାରେ, ଏପରି କୌଣସି କାଷ୍ଠ-ଅସ୍ତ୍ର ହସ୍ତରେ ନେଇ ଯଦି ସେ କାହାକୁ ଆଘାତ କରେ ଓ ତହିଁରେ ସେ ମରେ, ତେବେ ସେ ନରହତ୍ୟାକାରୀ; ସେହି ନରହତ୍ୟାକାରୀର ଅବଶ୍ୟ ପ୍ରାଣଦଣ୍ଡ ହେବ।