Numbers 35:19 — Compare Translations
5 translations compared side by side
Odia - 1840
"ଜଣେ ମୃତ ପରିବାରର ଲୋକ, ହତ୍ଯାକାରୀକୁ ହତ୍ଯା କରିପାରିବ। ସେ ତାକୁ ଦେଖିଲା ମାତ୍ରକେ ହତ୍ଯା କରିପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ରକ୍ତର ପ୍ରତିହନ୍ତା ନିଜେ ସେହି ନରହତ୍ୟାକାରୀକି ବଧ କରିବ; ସେ ତାହାର ଦେଖା ପାଇଲେ ତାହାକୁ ବଧ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ମୃତ ପରିବାରର ଲୋକ, ହତ୍ୟାକାରୀକୁ ହତ୍ୟା କରି ପାରିବ। ସେ ତାକୁ ଦେଖିଲା ମାତ୍ରକେ ହତ୍ୟା କରି ପାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ରକ୍ତର ପ୍ରତିହନ୍ତା ନିଜେ ସେହି ନରହତ୍ୟାକାରୀକୁ ବଧ କରିବ; ସେ ତାହାର ଦେଖା ପାଇଲେ ତାହାକୁ ବଧ କରିବ।
Odia IRV 2017 (ଓଡିଆ ବାଇବେଲ)
ରକ୍ତର ପ୍ରତିହନ୍ତା ନିଜେ ସେହି ନରହତ୍ୟାକାରୀକୁ ବଧ କରିବ; ସେ ତାହାର ଦେଖା ପାଇଲେ ତାହାକୁ ବଧ କରିବ।