Numbers 35:2 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲର ଲୋକମାନଙ୍କୁ ଏହି ଆଜ୍ଞା ଦିଅ, ସମାନେେ ଆପଣା ଆପଣା ଅଧିକୃତ ଭାଗରୁ କେତକେ ବସତି ନଗର ଲୋବୀଯମାନଙ୍କୁ ଦିଅନ୍ତୁ। ଆଉ ତୁମ୍ଭମାନେେ ଲବେୀୟମାନଙ୍କୁ ସହେି ନଗର ମାନ ଓ ସେ ସବୁର ଚତୁର୍ଦ୍ଦିଗସ୍ଥ ଚାରଣଭୂମି ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଏହି ଆଜ୍ଞା ଦିଅ; ସେମାନେ ଆପଣା ଆପଣା ଅଧିକୃତ ବାଣ୍ଟରୁ କେତେକ ବସତି ନଗର ଲେବୀୟମାନଙ୍କୁ ଦିଅନ୍ତୁ, ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ସେହି ନଗରମାନର ତଳିଭୂମି ନିମନ୍ତେ ସେସବୁର ଚତୁର୍ଦ୍ଦିଗସ୍ଥ ଭୂମି ଦେବ ।
Odia Bible ERV 2004 (ପବିତ୍ର ବାଇବଲ)
“ଇସ୍ରାଏଲର ଲୋକମାନଙ୍କୁ ଏହି ଆଜ୍ଞା ଦିଅ, ସେମାନେ ଆପଣା ଆପଣା ଅଧିକୃତ ଭାଗରୁ କେତେକ ବସତି ନଗର ଲେବୀୟମାନଙ୍କୁ ଦିଅନ୍ତୁ। ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ସେହି ନଗରମାନ ଓ ସେ ସବୁର ଚତୁର୍ଦ୍ଦିଗସ୍ଥ ଗ୍ଭରଣଭୂମି ଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଏହି ଆଜ୍ଞା ଦିଅ; ସେମାନେ ଆପଣା ଆପଣା ଅଧିକୃତ ବାଣ୍ଟରୁ କେତେକ ବସତି-ନଗର ଲେବୀୟମାନଙ୍କୁ ଦିଅନ୍ତୁ, ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ସେହି ନଗରମାନର ତଳିଭୂମି ନିମନ୍ତେ ସେସବୁର ଚତୁର୍ଦ୍ଦିଗସ୍ଥ ଭୂମି ଦେବ।
Odia IRV 2017 (ଓଡିଆ ବାଇବେଲ)
“ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ ଏହି ଆଜ୍ଞା ଦିଅ; ସେମାନେ ଆପଣା ଆପଣା ଅଧିକୃତ ବାଣ୍ଟରୁ କେତେକ ବସତି ନଗର ଲେବୀୟମାନଙ୍କୁ ଦିଅନ୍ତୁ, ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ସେହି ନଗରମାନର ତଳିଭୂମି ନିମନ୍ତେ ସେସବୁର ଚତୁର୍ଦ୍ଦିଗସ୍ଥ ଭୂମି ଦେବ।