Numbers 35:21 — Compare Translations

4 translations compared side by side

Odia - 1840
"ଯେଉଁ ବ୍ଯକ୍ତି ହତ୍ଯା କରିଥିଲା ତାକୁ ମୃତବ୍ଯକ୍ତିର ପରିବାରର କୌଣସି ସଦସ୍ଯ ତାକୁ ଦେଖିଲା ମାତ୍ ରେ ହତ୍ଯା କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିଅବା ଶତ୍ରୁତା କରି ଯେବେ ସେ କାହାକୁ ଆପଣା ହସ୍ତରେ ଆଘାତ କରେ ଓ ତହିଁରେ ସେ ମରେ, ତେବେ ଯେ ତାହାକୁ ଆଘାତ କଲା, ତାହାର ଅବଶ୍ୟ ପ୍ରାଣଦଣ୍ତ ହେବ ସେ ନରହତ୍ୟାକାରୀ; ରକ୍ତର ପ୍ରତିହନ୍ତା ସେହି ନରହତ୍ୟାକାରୀର ଦେଖା ପାଇଲେ ତାହାକୁ ବଧ କରିବ ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିଅବା ଶତ୍ରୁତା କରି ଯଦି ସେ କାହାକୁ ଆପଣା ହସ୍ତରେ ଆଘାତ କରେ ଓ ତହିଁରେ ସେ ମରେ, ତେବେ ଯେ ତାହାକୁ ଆଘାତ କଲା, ତାହାର ଅବଶ୍ୟ ପ୍ରାଣଦଣ୍ଡ ହେବ; ସେ ନରହତ୍ୟାକାରୀ ରକ୍ତର ପ୍ରତିହନ୍ତା ସେହି ନରହତ୍ୟାକାରୀର ଦେଖା ପାଇଲେ ତାହାକୁ ବଧ କରିବ।
Odia IRV 2017 (ଓଡିଆ ବାଇବେଲ)
କିଅବା ଶତ୍ରୁତା କରି ଯଦି ସେ କାହାକୁ ଆପଣା ହସ୍ତରେ ଆଘାତ କରେ ଓ ତହିଁରେ ସେ ମରେ, ତେବେ ଯେ ତାହାକୁ ଆଘାତ କଲା, ତାହାର ଅବଶ୍ୟ ପ୍ରାଣଦଣ୍ଡ ହେବ; ସେ ନରହତ୍ୟାକାରୀ ରକ୍ତର ପ୍ରତିହନ୍ତା ସେହି ନରହତ୍ୟାକାରୀର ଦେଖା ପାଇଲେ ତାହାକୁ ବଧ କରିବ।