Numbers 35:22 — Compare Translations

5 translations compared side by side

Odia - 1840
"ମାତ୍ର ଯବେେ କହେି ବିନା ଶତୃତା ରେ ହଠାତ୍ କାହାକୁ ଆଘାତ କରେ, ଅବା କାହା ଉପରକୁ ଅନିଚ୍ଛା ରେ କିଛି ଫୋପାଡି ଦିଏ ଏବଂ ସେଥି ରେ ସହେି ବ୍ଯକ୍ତିକୁ ହତ୍ଯା କରେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେବେ କେହି ଶତ୍ରୁତା ବିନା ହଠାତ୍ କାହାକୁ ଆଘାତ କରେ, ଅବା ଛକି ନ ବସି କାହା ଉପରେ କୌଣସି ଅସ୍ତ୍ର ପକାଏ,
Odia Bible ERV 2004 (ପବିତ୍ର ବାଇବଲ)
“ମାତ୍ର ଯେବେ କେହି ବିନା ଶତ୍ରୁତାରେ ହଠାତ୍ କାହାକୁ ଆଘାତ କରେ, ଅବା କାହା ଉପରକୁ ଅନିଛାରେ କିଛି ଫୋପାଡ଼ି ଦିଏ ଏବଂ ସେଥିରେ ସେହି ବ୍ୟକ୍ତିକୁ ହତ୍ୟା କରେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯଦି କେହି ଶତ୍ରୁତା ବିନା ହଠାତ୍‍ କାହାକୁ ଆଘାତ କରେ, ଅବା ଛକି ନ ବସି କାହା ଉପରେ କୌଣସି ଅସ୍ତ୍ର ପକାଏ,
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯଦି କେହି ଶତ୍ରୁତା ବିନା ହଠାତ୍‍ କାହାକୁ ଆଘାତ କରେ, ଅବା ଛକି ନ ବସି କାହା ଉପରେ କୌଣସି ଅସ୍ତ୍ର ପକାଏ,