Numbers 35:24 — Compare Translations

5 translations compared side by side

Odia - 1840
"ତବେେ ମଣ୍ତଳୀ ସହେି ହତ୍ଯାକାରୀର ଓ ରକ୍ତର ପ୍ରତିହନ୍ତାର ବିଷଯ ଏହି ଶାସନାନୁସା ରେ ବିଚାର କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ମଣ୍ତଳୀ ସେହି ବଧକାରୀର ଓ ରକ୍ତର ପ୍ରତିହନ୍ତାର ବିଷୟ ଏହି ଶାସନାନୁସାରେ ବିଚାର କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ତେବେ ମଣ୍ତଳୀ ସେହି ହତ୍ୟାକାରୀର ଓ ରକ୍ତର ପ୍ରତିହନ୍ତାର ବିଷୟ ଏହି ଶାସନାନୁସାରେ ବିଗ୍ଭର କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ମଣ୍ଡଳୀ ସେହି ବଧକାରୀର ଓ ରକ୍ତର ପ୍ରତିହନ୍ତାର ବିଷୟ ଏହି ଶାସନାନୁସାରେ ବିଚାର କରିବେ।
Odia IRV 2017 (ଓଡିଆ ବାଇବେଲ)
ତେବେ ମଣ୍ଡଳୀ ସେହି ବଧକାରୀର ଓ ରକ୍ତର ପ୍ରତିହନ୍ତାର ବିଷୟ ଏହି ଶାସନାନୁସାରେ ବିଚାର କରିବେ।