Numbers 35:25 — Compare Translations

5 translations compared side by side

Odia - 1840
"ଆଉ ମଣ୍ତଳୀ ରକ୍ତର ପ୍ରତିହନ୍ତାର ହସ୍ତରୁ ସହେି ନରହତ୍ଯାକାରୀକି ଉଦ୍ଧାର କରିବେ, ପୁଣି ସେ ଯେଉଁ ସ୍ଥାନକୁ ପଳାଇ ୟାଇଥିଲା ସହେି ଆଶ୍ରଯ ନଗର ରେ ମଣ୍ତଳୀ ପୁନର୍ବାର ତାହାକୁ ପହୁଞ୍ଚାଇ ଦବେେ; ଆଉ ଯେଉଁ ପର୍ୟ୍ଯନ୍ତ ପବିତ୍ର ତୈଳର ଅଭିଷିକ୍ତ ମହାୟାଜକର ମୃତ୍ଯୁ ନହୁଏ, ସେ ପର୍ୟ୍ଯନ୍ତ ସେ ସହେି ସ୍ଥାନ ରେ ବାସ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ମଣ୍ତଳୀ ରକ୍ତର ପ୍ରତିହନ୍ତାର ହସ୍ତରୁ ସେହି ନରହତ୍ୟାକାରୀକି ଉଦ୍ଧାର କରିବେ; ପୁଣି ସେ ଯେଉଁ ସ୍ଥାନକୁ ପଳାଇ ଯାଇଥିଲା, ସେହି ଆଶ୍ରୟ ନଗରରେ ମଣ୍ତଳୀ ପୁନର୍ବାର ତାହାକୁ ପହୁଞ୍ଚାଇ ଦେବେ ଓ ଯେପର୍ଯ୍ୟନ୍ତ ପବିତ୍ର ତୈଳରେ ଅଭିଷିକ୍ତ ମହାଯାଜକର ମୃତ୍ୟୁ ନ ହୁଏ, ସେ ପର୍ଯ୍ୟନ୍ତ ସେ ସେହି ସ୍ଥାନରେ ବାସ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ମଣ୍ତଳୀ ରକ୍ତର ପ୍ରତିହନ୍ତାର ହସ୍ତରୁ ସେହି ନରହତ୍ୟାକାରୀକି ଉଦ୍ଧାର କରିବେ, ପୁଣି ସେ ଯେଉଁ ସ୍ଥାନକୁ ପଳାଇ ଯାଇଥିଲା ସେହି ଆଶ୍ରୟ ନଗରରେ ମଣ୍ତଳୀ ପୁନର୍ବାର ତାହାକୁ ପହଞ୍ଚାଇ ଦେବେ; ଆଉ ଯେଉଁ ପର୍ଯ୍ୟନ୍ତ ପବିତ୍ର ତୈଳର ଅଭିଷିକ୍ତ ମହାଯାଜକର ମୃତ୍ୟୁ ନ ହୁଏ, ସେ ପର୍ଯ୍ୟନ୍ତ ସେ ସେହି ସ୍ଥାନରେ ବାସ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ମଣ୍ଡଳୀ ରକ୍ତର ପ୍ରତିହନ୍ତାର ହସ୍ତରୁ ସେହି ନରହତ୍ୟାକାରୀକୁ ଉଦ୍ଧାର କରିବେ; ପୁଣି, ସେ ଯେଉଁ ସ୍ଥାନକୁ ପଳାଇ ଯାଇଥିଲା, ସେହି ଆଶ୍ରୟ ନଗରରେ ମଣ୍ଡଳୀ ପୁନର୍ବାର ତାହାକୁ ପହୁଞ୍ଚାଇ ଦେବେ ଓ ଯେପର୍ଯ୍ୟନ୍ତ ପବିତ୍ର ତୈଳରେ ଅଭିଷିକ୍ତ ମହାଯାଜକର ମୃତ୍ୟୁୁ ନ ହୁଏ, ସେ ପର୍ଯ୍ୟନ୍ତ ସେ ସେହି ସ୍ଥାନରେ ବାସ କରିବ।
Odia IRV 2017 (ଓଡିଆ ବାଇବେଲ)