Numbers 35:26 — Compare Translations

5 translations compared side by side

Odia - 1840
"ସହେି ହତ୍ଯାକାରୀ ଆଶ୍ରଯ ନଗରରୁ ଯଦି କୌଣସି ସମୟରେ ତହିଁର ସୀମା ବାହାରକୁ ୟାଏ ଓ ରକ୍ତର ପ୍ରତିହନ୍ତା ଆଶ୍ରଯ ନଗର"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେହି ନରହତ୍ୟାକାରୀ ଯେଉଁ ଆଶ୍ରୟ ନଗରକୁ ପଳାଇଅଛି, ଯେବେ କୌଣସି ସମୟରେ ସେ ତହିଁର ସୀମାର ବାହାରକୁ ଯାଏ
Odia Bible ERV 2004 (ପବିତ୍ର ବାଇବଲ)
“ସେହି ହତ୍ୟାକାରୀ ଆଶ୍ରୟ ନଗରରୁ ଯଦି କୌଣସି ସମୟରେ ତହିଁର ସୀମା ବାହାରକୁ ଯାଏ ଓ ରକ୍ତର ପ୍ରତିହନ୍ତା ଆଶ୍ରୟ ନଗର ସୀମାର ବାହାରେ ତାହାକୁ ପାଏ ଓ ପ୍ରତିହନ୍ତା ତାହାକୁ ବଧ କରେ ତେବେ ସେ ରକ୍ତପାତରେ ଅପରାଧୀ ହେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେହି ନରହତ୍ୟାକାରୀ ଯେଉଁ ଆଶ୍ରୟ ନଗରକୁ ପଳାଇଅଛି, ଯଦି କୌଣସି ସମୟରେ ସେ ତହିଁର ସୀମାର ବାହାରକୁ ଯାଏ
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେହି ନରହତ୍ୟାକାରୀ ଯେଉଁ ଆଶ୍ରୟ ନଗରକୁ ପଳାଇଅଛି, ଯଦି କୌଣସି ସମୟରେ ସେ ତହିଁର ସୀମାର ବାହାରକୁ ଯାଏ