Numbers 35:27 — Compare Translations

4 translations compared side by side

Odia - 1840
"ସୀମାର ବାହା ରେ ତାହାକୁ ପାଏ ଓ ପ୍ରତିହନ୍ତା ତାହାକୁ ବଧ କରେ ତବେେ ସେ ରକ୍ତପାତ ରେ ଅପରାଧୀ ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ରକ୍ତର ପ୍ରତିହନ୍ତା ଆଶ୍ରୟ ନଗର-ସୀମାର ବାହାରେ ତାହାକୁ ପାଏ ଓ ତହିଁର ପ୍ରତିହନ୍ତା ତାହାକୁ ବଧ କରେ, ତେବେ ସେ ରକ୍ତପାତର ଅପରାଧୀ ହେବ ନାହିଁ ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓ ରକ୍ତର ପ୍ରତିହନ୍ତା ଆଶ୍ରୟ ନଗର-ସୀମାର ବାହାରେ ତାହାକୁ ପାଏ ଓ ତହିଁର ପ୍ରତିହନ୍ତା ତାହାକୁ ବଧ କରେ, ତେବେ ସେ ରକ୍ତପାତର ଅପରାଧୀ ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଓ ରକ୍ତର ପ୍ରତିହନ୍ତା ଆଶ୍ରୟ ନଗର-ସୀମାର ବାହାରେ ତାହାକୁ ପାଏ ଓ ତହିଁର ପ୍ରତିହନ୍ତା ତାହାକୁ ବଧ କରେ, ତେବେ ସେ ରକ୍ତପାତର ଅପରାଧୀ ହେବ ନାହିଁ।