Numbers 35:28 — Compare Translations

5 translations compared side by side

Odia - 1840
"ଜଣେ ଯଦି ହଠାତ୍ କାହାକୁ ବଧ କରେ ସେ ଆଶ୍ରଯ ନଗର ରେ ମହାୟାଜକର ମୃତ୍ଯୁ ପର୍ୟ୍ଯନ୍ତ ରହିବ। ମାତ୍ର ମହାୟାଜକର ମୃତ୍ଯୁ ହେଲାପରେ ସହେି ନରହତ୍ଯାକାରୀ ଆପଣା ଅଧିକାର ଭୂମିକି ଫରେିୟାଇପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ମହାଯାଜକର ମୃତ୍ୟୁ ପର୍ଯ୍ୟନ୍ତ ଆପଣା ଆଶ୍ରୟ ନଗରରେ ତାହାର ଥିବା ଉଚିତ; ମାତ୍ର ମହାଯାଜକର ମୃତ୍ୟୁ ହେଲା ଉତ୍ତାରେ ସେହି ନରହତ୍ୟାକାରୀ ଆପଣା ଅଧିକାର ଭୂମିକି ଫେରି ଯାଇ ପାରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ଯଦି ହଠାତ୍ କାହାକୁ ବଧ କରେ ସେ ଆଶ୍ରୟ ନଗରରେ ମହାଯାଜକର ମୃତ୍ୟୁ ପର୍ଯ୍ୟନ୍ତ ରହିବ। ମାତ୍ର ମହାଯାଜକର ମୃତ୍ୟୁ ହେଲା ପରେ ସେହି ନରହତ୍ୟାକାରୀ ଆପଣା ଅଧିକାର ଭୂମିକି ଫେରି ଯାଇପାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ମହାଯାଜକର ମୃତ୍ୟୁୁ ପର୍ଯ୍ୟନ୍ତ ଆପଣା ଆଶ୍ରୟ ନଗରରେ ତାହାର ଥିବା ଉଚିତ; ମାତ୍ର ମହାଯାଜକର ମୃତ୍ୟୁୁ ହେଲା ଉତ୍ତାରେ ସେହି ନରହତ୍ୟାକାରୀ ଆପଣା ଅଧିକାର ଗୃହକୁ ଫେରିଯାଇ ପାରିବ।
Odia IRV 2017 (ଓଡିଆ ବାଇବେଲ)
କାରଣ ମହାଯାଜକର ମୃତ୍ୟୁୁ ପର୍ଯ୍ୟନ୍ତ ଆପଣା ଆଶ୍ରୟ ନଗରରେ ତାହାର ଥିବା ଉଚିତ୍; ମାତ୍ର ମହାଯାଜକର ମୃତ୍ୟୁୁ ହେଲା ଉତ୍ତାରେ ସେହି ନରହତ୍ୟାକାରୀ ଆପଣା ଅଧିକାର ଗୃହକୁ ଫେରି ଯାଇ ପାରିବ।