Numbers 35:29 — Compare Translations

5 translations compared side by side

Odia - 1840
"ଆଉ ତୁମ୍ଭମାନଙ୍କର ସମସ୍ତ ନିବାସ ସ୍ଥାନ ରେ ଏହି ସବୁ ବିଚାର ବିଧି ଚିରସ୍ଥାଯୀ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ସକଳ ନିବାସ ସ୍ଥାନରେ ଏହିସବୁ ତୁମ୍ଭମାନଙ୍କ ବିଚାରର ବିଧି ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ତୁମ୍ଭମାନଙ୍କର ସମସ୍ତ ନିବାସ ସ୍ଥାନରେ ଏହିସବୁ ବିଗ୍ଭର ବିଧି ଚିରସ୍ଥାୟୀ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ସକଳ ନିବାସ ସ୍ଥାନରେ ଏହିସବୁ ତୁମ୍ଭମାନଙ୍କ ବିଚାରର ବିଧି ହେବ।
Odia IRV 2017 (ଓଡିଆ ବାଇବେଲ)
ଆଉ ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ସକଳ ନିବାସ ସ୍ଥାନରେ ଏହିସବୁ ତୁମ୍ଭମାନଙ୍କ ବିଚାରର ବିଧି ହେବ।