Numbers 35:3 — Compare Translations

5 translations compared side by side

Odia - 1840
"ଲବେୀୟମାନେ ଏହି ନଗରଗୁଡିକ ଅଧିକାର କରିବେ ଓ ସଠାେରେ ବାସ କରିବେ ଏବଂ ସମାନଙ୍କେର ପଶୁଗୁଡିକୁ ଚାରଣ ଭୂମିରେ ଚରାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେହିସବୁ ନଗରରେ ସେମାନଙ୍କର ନିବାସ ହେବ; ପୁଣି ତହିଁର ତଳିଭୂମିସବୁ ସେମାନଙ୍କ ପଶୁ ଓ ସମ୍ପତ୍ତି ଓ ଜୀବମାନଙ୍କ ନିମନ୍ତେ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଲେବୀୟମାନେ ଏହି ନଗରଗୁଡ଼ିକ ଅଧିକାର କରିବେ ଓ ସେଠାରେ ବାସ କରିବେ ଏବଂ ସେମାନଙ୍କର ପଶୁଗୁଡ଼ିକୁ ଗ୍ଭରଣଭୂମିରେ ଚରାଇବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେହି ସବୁ ନଗରରେ ସେମାନଙ୍କର ନିବାସ ହେବ; ପୁଣି, ତହିଁର ତଳିଭୂମିସବୁ ସେମାନଙ୍କ ପଶୁ, ସମ୍ପତ୍ତି ଓ ଜୀବମାନଙ୍କ ନିମନ୍ତେ ହେବ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେହିସବୁ ନଗରରେ ସେମାନଙ୍କର ନିବାସ ହେବ; ପୁଣି, ତହିଁର ତଳିଭୂମିସବୁ ସେମାନଙ୍କ ପଶୁ, ସମ୍ପତ୍ତି ଓ ଜୀବମାନଙ୍କ ନିମନ୍ତେ ହେବ।