Numbers 35:30 — Compare Translations

5 translations compared side by side

Odia - 1840
"ଜଣକରୁ ଅଧିକ ସାକ୍ଷୀ ସାକ୍ଷ୍ଯ ପ୍ରଦାନ କଲେ ମୃତ୍ଯୁଦଣ୍ତ ଦିଆୟିବ। ମାତ୍ର ଏକ ସାକ୍ଷୀର ସାକ୍ଷ୍ଯ କୌଣସି ଲୋକ ପ୍ରତିକୂଳ ରେ ପ୍ରାଣଦଣ୍ତ ଦବୋ ନିମନ୍ତେ ଗ୍ରାହ୍ଯ ହବେନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ବ୍ୟକ୍ତି କୌଣସି ଲୋକକୁ ବଧ କରେ, ସେହି ନରହତ୍ୟାକାରୀ ସାକ୍ଷୀମାନଙ୍କ ସାକ୍ଷ୍ୟ ଦ୍ଵାରା ହତ ହେବ; ମାତ୍ର ଏକ ସାକ୍ଷୀର ସାକ୍ଷ୍ୟ କୌଣସି ଲୋକର ପ୍ରତିକୂଳରେ ପ୍ରାଣଦଣ୍ତ ନିମନ୍ତେ ଗ୍ରାହ୍ୟ ହେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ଜଣକରୁ ଅଧିକ ସାକ୍ଷୀ ସାକ୍ଷ୍ୟ ପ୍ରଦାନ କଲେ ମୃତ୍ୟୁଦଣ୍ତ ଦିଆଯିବ। ମାତ୍ର ଏକ ସାକ୍ଷୀର ସାକ୍ଷ୍ୟ କୌଣସି ଲୋକ ପ୍ରତିକୂଳରେ ପ୍ରାଣଦଣ୍ତ ଦେବା ନିମନ୍ତେ ଗ୍ରାହ୍ୟ ହେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ବ୍ୟକ୍ତି କୌଣସି ଲୋକକୁ ବଧ କରେ, ସେହି ନରହତ୍ୟାକାରୀ ସାକ୍ଷୀମାନଙ୍କ ସାକ୍ଷ୍ୟ ଦ୍ୱାରା ହତ ହେବ; ମାତ୍ର ଏକ ସାକ୍ଷୀର ସାକ୍ଷ୍ୟ କୌଣସି ଲୋକର ପ୍ରତିକୂଳରେ ପ୍ରାଣଦଣ୍ଡ ନିମନ୍ତେ ଗ୍ରାହ୍ୟ ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ବ୍ୟକ୍ତି କୌଣସି ଲୋକକୁ ବଧ କରେ, ସେହି ନରହତ୍ୟାକାରୀ ସାକ୍ଷୀମାନଙ୍କ ସାକ୍ଷ୍ୟ ଦ୍ୱାରା ହତ ହେବ; ମାତ୍ର ଏକ ସାକ୍ଷୀର ସାକ୍ଷ୍ୟ କୌଣସି ଲୋକର ପ୍ରତିକୂଳରେ ପ୍ରାଣଦଣ୍ଡ ନିମନ୍ତେ ଗ୍ରାହ୍ୟ ହେବ ନାହିଁ।