Numbers 35:31 — Compare Translations
5 translations compared side by side
Odia - 1840
"ଆହୁରି ମୃତ୍ଯୁଦଣ୍ତ ରେ ଦଣ୍ତିତ ନରହତ୍ଯାକାରୀର ପ୍ରାଣ ନିମନ୍ତେ କୌଣସି ପ୍ରାପ୍ଯ ଗ୍ରହଣ କରାୟାଇ ନପା ରେ। ତାକୁ ନିଶ୍ଚିତ ଭାବରେ ହତ୍ଯା କରାୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ପ୍ରାଣଦଣ୍ତଯୋଗ୍ୟ ନରହତ୍ୟାକାରୀର ପ୍ରାଣ ନିମନ୍ତେ କୌଣସି ପ୍ରାୟଶ୍ଚିତ୍ତ ଗ୍ରହଣ କରିବ ନାହିଁ; ମାତ୍ର ସେ ଅବଶ୍ୟ ହତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
“ଆହୁରି ମୃତ୍ୟୁଦଣ୍ଡରେ ଦଣ୍ତିତ ନରହତ୍ୟାକାରୀର ପ୍ରାଣ ନିମନ୍ତେ କୌଣସି ପ୍ରାପ୍ୟ ଗ୍ରହଣ କରାଯାଇ ନ ପାରେ। ତାକୁ ନିଶ୍ଚିତ ଭାବରେ ହତ୍ୟା କରାଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ପ୍ରାଣଦଣ୍ଡ ଯୋଗ୍ୟ ନରହତ୍ୟାକାରୀର ପ୍ରାଣ ନିମନ୍ତେ କୌଣସି ପ୍ରାୟଶ୍ଚିତ୍ତ ଗ୍ରହଣ କରିବ ନାହିଁ; ମାତ୍ର ସେ ଅବଶ୍ୟ ହତ ହେବ।
Odia IRV 2017 (ଓଡିଆ ବାଇବେଲ)
ଆହୁରି ପ୍ରାଣଦଣ୍ଡଯୋଗ୍ୟ ନରହତ୍ୟାକାରୀର ପ୍ରାଣ ନିମନ୍ତେ କୌଣସି ପ୍ରାୟଶ୍ଚିତ୍ତ ଗ୍ରହଣ କରିବ ନାହିଁ; ମାତ୍ର ସେ ଅବଶ୍ୟ ହତ ହେବ।