Numbers 35:32 — Compare Translations

5 translations compared side by side

Odia - 1840
"ପୁଣି କୌଣସି ହତ୍ଯାକାରୀ ଆଶ୍ରଯ ନଗରରୁ ପଳାଇୟାଇ ପୁନର୍ବାର ଆପଣା ଦେଶକୁ ଫରେିଆସିବାକୁ ଅନୁମତି ଦବୋ ନିମନ୍ତେ କୌଣସି ପ୍ରାପ୍ଯ ଗ୍ରହଣୀଯ ନ ହେଁ ମହାୟାଜକ ମୃତ୍ଯୁବରଣ ନକରିବା ପର୍ୟ୍ଯନ୍ତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି କେହି ଯେପରି ଆପଣା ଆଶ୍ରୟ ନଗରକୁ ପଳାଇ ପୁନର୍ବାର ଆପଣା ଦେଶକୁ ଆସି ବାସ କରେ, ଏଥିପାଇଁ ତୁମ୍ଭେମାନେ ଯାଜକର ମରଣ ପର୍ଯ୍ୟନ୍ତ ତାହା ନିମନ୍ତେ କୌଣସି ପ୍ରାୟଶ୍ଚିତ୍ତ ଗ୍ରହଣ କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ପୁଣି କୌଣସି ହତ୍ୟାକାରୀ ଆଶ୍ରୟ ନଗରରୁ ପଳାଇଯାଇ ପୁନର୍ବାର ଆପଣା ଦେଶକୁ ଫେରି ଆସିବାକୁ ଅନୁମତି ଦେବା ନିମନ୍ତେ କୌଣସି ପ୍ରାପ୍ୟ ଗ୍ରହଣୀୟ ନୁହେଁ, ମହାଯାଜକ ମୃତ୍ୟୁବରଣ ନ କରିବା ପର୍ଯ୍ୟନ୍ତ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, କେହି ଯେପରି ଆପଣା ଆଶ୍ରୟ ନଗରକୁ ପଳାଇ ପୁନର୍ବାର ଆପଣା ଦେଶକୁ ଆସି ବାସ କରେ, ଏଥିପାଇଁ ତୁମ୍ଭେମାନେ ଯାଜକର ମରଣ ପର୍ଯ୍ୟନ୍ତ ତାହା ନିମନ୍ତେ କୌଣସି ପ୍ରାୟଶ୍ଚିତ୍ତ ଗ୍ରହଣ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, କେହି ଯେପରି ଆପଣା ଆଶ୍ରୟ ନଗରକୁ ପଳାଇ ପୁନର୍ବାର ଆପଣା ଦେଶକୁ ଆସି ବାସ କରେ, ଏଥିପାଇଁ ତୁମ୍ଭେମାନେ ଯାଜକର ମରଣ ପର୍ଯ୍ୟନ୍ତ ତାହା ନିମନ୍ତେ କୌଣସି ପ୍ରାୟଶ୍ଚିତ୍ତ ଗ୍ରହଣ କରିବ ନାହିଁ।