Numbers 35:33 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ତୁମ୍ଭମାନଙ୍କର ଦେଶକୁ କଳୁଷିତ କର ନାହିଁ। ନରହତ୍ଯାକାରୀର ମୃତ୍ଯୁ ବ୍ଯତୀତ କୌଣସି ପ୍ରକାର ପ୍ରାପ୍ଯ ଦେଶର ପାପକୁ ଧୋଇ ପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ତୁମ୍ଭେମାନେ ଆପଣାମାନଙ୍କ ନିବାସ ଦେଶ ଅପବିତ୍ର କରିବ ନାହିଁ; କାରଣ ରକ୍ତ ହିଁ ଦେଶକୁ ଅପବିତ୍ର କରେ; ଆଉ ଦେଶରେ ଯେଉଁ ରକ୍ତପାତ ହୁଏ, ରକ୍ତପାତୀର ରକ୍ତ ବିନା ତହିଁ ନିମନ୍ତେ କୌଣସି ପ୍ରାୟଶ୍ଚିତ୍ତ କରାଯାଇ ନ ପାରେ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେମାନେ ତୁମ୍ଭମାନଙ୍କର ଦେଶକୁ କଳୁଷିତ କର ନାହିଁ। ନରହତ୍ୟାକାରୀର ମୃତ୍ୟୁ ବ୍ୟତୀତ କୌଣସି ପ୍ରକାର ପ୍ରାପ୍ୟ ଦେଶର ପାପକୁ ଧୋଇ ପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ତୁମ୍ଭେମାନେ ଆପଣାମାନଙ୍କ ନିବାସ ଦେଶ ଅପବିତ୍ର କରିବ ନାହିଁ; କାରଣ ରକ୍ତ ହିଁ ଦେଶକୁ ଅପବିତ୍ର କରେ; ଆଉ ଦେଶରେ ଯେଉଁ ରକ୍ତପାତ ହୁଏ, ରକ୍ତପାତୀର ରକ୍ତ ବିନା ତହିଁ ନିମନ୍ତେ କୌଣସି ପ୍ରାୟଶ୍ଚିତ୍ତ କରାଯାଇ ନ ପାରେ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ତୁମ୍ଭେମାନେ ଆପଣାମାନଙ୍କ ନିବାସ ଦେଶ ଅପବିତ୍ର କରିବ ନାହିଁ; କାରଣ ରକ୍ତ ହିଁ ଦେଶକୁ ଅପବିତ୍ର କରେ; ଆଉ ଦେଶରେ ଯେଉଁ ରକ୍ତପାତ ହୁଏ, ରକ୍ତପାତୀର ରକ୍ତ ବିନା ତହିଁ ନିମନ୍ତେ କୌଣସି ପ୍ରାୟଶ୍ଚିତ୍ତ କରାଯାଇ ନ ପାରେ।