Numbers 35:34 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ଯେଉଁ ଦେଶ ରେ ଅଛ, ମୁଁ ସଠାେରେ ବାସ କରୁଅଛି। ତାହାକୁ ଅଶୁଚି କର ନାହିଁ। କାରଣ ମୁଁ ସ୍ବଯଂ ସଦାପ୍ରଭୁ ଇଶ୍ରାୟେଲ ଲୋକମାନଙ୍କ ମଧିଅରେ ବାସ କରୁଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ତୁମ୍ଭମାନଙ୍କର ଯେଉଁ ନିବାସ ଦେଶରେ ଆମ୍ଭେ ବାସ କରୁଅଛୁ, ତୁମ୍ଭେ ତାହା ଅଶୁଚି କରିବ ନାହିଁ; କାରଣ ଆମ୍ଭେ ସଦାପ୍ରଭୁ, ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ବାସ କରୁଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଯେଉଁ ଦେଶରେ ଅଛ, ମୁଁ ସେଠାରେ ବାସ କରୁଅଛି। ତାହାକୁ ଅଶୁଚି କର ନାହିଁ। କାରଣ ମୁଁ ସ୍ୱୟଂ ସଦାପ୍ରଭୁ ଇସ୍ରାଏଲ ଲୋକମାନଙ୍କ ମଧ୍ୟରେ ବାସ କରୁଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ତୁମ୍ଭମାନଙ୍କର ଯେଉଁ ନିବାସ ଦେଶରେ ଆମ୍ଭେ ବାସ କରୁଅଛୁ, ତୁମ୍ଭେ ତାହା ଅଶୁଚି କରିବ ନାହିଁ; କାରଣ ଆମ୍ଭେ ସଦାପ୍ରଭୁ, ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରେ ବାସ କରୁଅଛୁ।’”
Odia IRV 2017 (ଓଡିଆ ବାଇବେଲ)
ଏଣୁ ତୁମ୍ଭମାନଙ୍କର ଯେଉଁ ନିବାସ ଦେଶରେ ଆମ୍ଭେ ବାସ କରୁଅଛୁ, ତୁମ୍ଭେ ତାହା ଅଶୁଚି କରିବ ନାହିଁ; କାରଣ ଆମ୍ଭେ ସଦାପ୍ରଭୁ, ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରେ ବାସ କରୁଅଛୁ।”