Numbers 35:4 — Compare Translations
5 translations compared side by side
Odia - 1840
"ଲବେୀୟମାନେ ଯେଉଁ ଚାରଣ ଭୂମି ଅଧିକାର କରିବେ ତାହା ନଗର ପ୍ରାଚୀରଠାରୁ 1,500 ଫୁଟ୍ ଦୂର ରେ ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ଯେ ଯେ ନଗର ଦେବ, ସେସବୁର ତଳିଭୂମି ନଗର-ପ୍ରାଚୀରଠାରୁ ବାହାରେ ଚତୁର୍ଦ୍ଦିଗରେ ଏକ ସହସ୍ର ହସ୍ତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଲେବୀୟମାନେ ଯେଉଁ ଗ୍ଭରଣଭୂମି ଅଧିକାର କରିବେ ତାହା ନଗର ପ୍ରାଚୀରଠାରୁ 1500 ଫୁଟ ଦୂରରେ ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ଯେଉଁ ଯେଉଁ ନଗର ଦେବ, ସେହିସବୁର ତଳିଭୂମି ନଗର-ପ୍ରାଚୀରଠାରୁ ବାହାରେ ଚତୁର୍ଦ୍ଦିଗରେ ଏକ ସହସ୍ର ହସ୍ତ ହେବ।
Odia IRV 2017 (ଓଡିଆ ବାଇବେଲ)
ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ଯେଉଁ ଯେଉଁ ନଗର ଦେବ, ସେହିସବୁର ତଳିଭୂମି ନଗର-ପ୍ରାଚୀରଠାରୁ ବାହାରେ ଚତୁର୍ଦ୍ଦିଗରେ ଏକ ସହସ୍ର ହସ୍ତ ହେବ।