Numbers 35:5 — Compare Translations
5 translations compared side by side
Odia - 1840
"ଚତୁପାଶର୍ବର ଖୋଲା ମାପ 3,000 ଫୁଟ୍ ହବେ। ନଗରଟି ସହେି ଭୂମିର ମଝି ରେ ରହିବ। ତାହା ନଗର ପାଇଁ ଚାରଣ ଭୂମି ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତୁମ୍ଭେମାନେ ନଗରର ବାହାରେ ତହିଁର ପୂର୍ବ ସୀମା ଦୁଇ ସହସ୍ର ହସ୍ତ ଓ ଦକ୍ଷିଣ ସୀମା ଦୁଇ ସହସ୍ର ହସ୍ତ ଓ ପଶ୍ଚିମ ସୀମା ଦୁଇ ସହସ୍ର ହସ୍ତ ଓ ଉତ୍ତର ସୀମା ଦୁଇ ସହସ୍ର ହସ୍ତ ପରିମିତ କରିବ; ନଗର ତହିଁର ମଧ୍ୟସ୍ଥଳରେ ରହିବ । ଏହା ସେମାନଙ୍କ ନଗରର ତଳିଭୂମି ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଚତୁର୍ପାର୍ଶ୍ୱର ଖୋଲା ମାପ 3000 ଫୁଟ ହେବ। ନଗରଟି ସେହି ଭୂମିର ମଝିରେ ରହିବ। ତାହା ନଗର ପାଇଁ ଗ୍ଭରଣଭୂମି ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭେମାନେ ନଗରର ବାହାରେ ତହିଁର ପୂର୍ବ ସୀମା ଦୁଇ ସହସ୍ର ହସ୍ତ, ଦକ୍ଷିଣ ସୀମା ଦୁଇ ସହସ୍ର ହସ୍ତ, ପଶ୍ଚିମ ସୀମା ଦୁଇ ସହସ୍ର ହସ୍ତ ଓ ଉତ୍ତର ସୀମା ଦୁଇ ସହସ୍ର ହସ୍ତ ପରିମିତ କରିବ; ନଗର ତହିଁର ମଧ୍ୟସ୍ଥଳରେ ରହିବ। ଏହା ସେମାନଙ୍କ ନଗରର ତଳିଭୂମି ହେବ।
Odia IRV 2017 (ଓଡିଆ ବାଇବେଲ)