Numbers 35:6 — Compare Translations

5 translations compared side by side

Odia - 1840
"ଆଉ ତୁମ୍ଭମାନେେ ଲବେୀୟମାନଙ୍କୁ ଯେଉଁ ସବୁ ନଗର ଦବେ ତହିଁରୁ ଛଅଟି ଆଶ୍ରଯ ନଗର ହବେ। ନରହତ୍ଯାକାରୀ ସଠାେକୁ ପଳାଇବା ନିମନ୍ତେ ତୁମ୍ଭମାନେେ ତାହା ଦବେ; ତାହା ଛଡା ଆହୁରି ବଯାଳିଶ୍ଟି ନଗର ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ଯେ ଯେ ନଗର ଦେବ, ତହିଁରୁ ଛଅଗୋଟି ଆଶ୍ରୟ ନଗର ହେବ, ନରହତ୍ୟାକାରୀ ସେଠାକୁ ପଳାଇବା ନିମନ୍ତେ ତୁମ୍ଭେମାନେ ତାହା ଦେବ; ଆଉ ତାହା ଛଡ଼ା ଆହୁରି ବୟାଳିଶ ନଗର ଦେବ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ଯେଉଁସବୁ ନଗର ଦେବ ତହିଁରୁ ଛଅଟି ଆଶ୍ରୟ ନଗର ହେବ। ନରହତ୍ୟାକାରୀ ସେଠାକୁ ପଳାଇବା ନିମନ୍ତେ ତୁମ୍ଭେମାନେ ତାହା ଦେବ; ତାହା ଛଡ଼ା ଆହୁରି ବୟାଳିଶ୍‌ଟି ନଗର ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ଯେଉଁ ଯେଉଁ ନଗର ଦେବ, ତହିଁରୁ ଛଅଗୋଟି ଆଶ୍ରୟ ନଗର ହେବ, ନରହତ୍ୟାକାରୀ ସେଠାକୁ ପଳାଇବା ନିମନ୍ତେ ତୁମ୍ଭେମାନେ ତାହା ଦେବ; ଆଉ ତାହା ବ୍ୟତୀତ ଆହୁରି ବୟାଳିଶ ନଗର ଦେବ।
Odia IRV 2017 (ଓଡିଆ ବାଇବେଲ)
ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ଯେଉଁ ଯେଉଁ ନଗର ଦେବ, ତହିଁରୁ ଛଅଗୋଟି ଆଶ୍ରୟ ନଗର ହେବ, ନରହତ୍ୟାକାରୀ ସେଠାକୁ ପଳାଇବା ନିମନ୍ତେ ତୁମ୍ଭେମାନେ ତାହା ଦେବ; ଆଉ ତାହା ବ୍ୟତୀତ ଆହୁରି ବୟାଳିଶ ନଗର ଦେବ।