Numbers 35:8 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲ ବୃହତ ପରିବାରବର୍ଗ ଅଧିକ ନଗର ନବେେ। ଏବଂ ତୁମ୍ଭମାନେେ େଛାଟ ପରିବାରବର୍ଗଠାରୁ ଅଳ୍ପ ନବେ। ପ୍ରେତ୍ୟକକ ପରିବାରବର୍ଗ ସମାନଙ୍କେର ଅଂଶ ଅନୁସାରେ ଲବେୀୟମାନଙ୍କୁ କିଛି ନଗର ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଇସ୍ରାଏଲ-ସନ୍ତାନଗଣର ଅଧିକାରରୁ ସେହିସବୁ ନଗର ଦେବା ନିମନ୍ତେ ତୁମ୍ଭେମାନେ ଅଧିକ ଲୋକଙ୍କଠାରୁ ଅଧିକ ନେବ ଓ ଅଳ୍ପ ଲୋକଙ୍କଠାରୁ ଅଳ୍ପ ନେବ; ପ୍ରତ୍ୟେକ ବଂଶ ଆପଣାର ଅଧିକୃତ ଅଧିକାରାନୁସାରେ ଆପଣା ନଗରମାନଙ୍କରୁ ଲେବୀୟମାନଙ୍କୁ ଦେବେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲ ବୃହତ ପରିବାରବର୍ଗ ଅଧିକ ନଗର ନେବେ। ଏବଂ ତୁମ୍ଭେମାନେ ଛୋଟ ପରିବାରବର୍ଗଠାରୁ ଅଳ୍ପ ନେବ। ପ୍ରତ୍ୟେକ ପରିବାରବର୍ଗ ସେମାନଙ୍କର ଅଂଶ ଅନୁସାରେ ଲେବୀୟମାନଙ୍କୁ କିଛି ନଗର ଦେବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଇସ୍ରାଏଲ-ସନ୍ତାନଗଣଙ୍କର ଅଧିକାରରୁ ସେହି ସବୁ ନଗର ଦେବା ନିମନ୍ତେ ତୁମ୍ଭେମାନେ ଅଧିକ ଲୋକଙ୍କଠାରୁ ଅଧିକ ନେବ ଓ ଅଳ୍ପ ଲୋକଙ୍କଠାରୁ ଅଳ୍ପ ନେବ; ପ୍ରତ୍ୟେକ ବଂଶ ଆପଣାର ଅଧିକୃତ ଅଧିକାରାନୁସାରେ ଆପଣା ନଗରମାନଙ୍କରୁ ଲେବୀୟମାନଙ୍କୁ ଦେବେ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଇସ୍ରାଏଲ-ସନ୍ତାନଗଣଙ୍କର ଅଧିକାରରୁ ସେହିସବୁ ନଗର ଦେବା ନିମନ୍ତେ ତୁମ୍ଭେମାନେ ଅଧିକ ଲୋକଙ୍କଠାରୁ ଅଧିକ ନେବ ଓ ଅଳ୍ପ ଲୋକଙ୍କଠାରୁ ଅଳ୍ପ ନେବ; ପ୍ରତ୍ୟେକ ବଂଶ ଆପଣାର ଅଧିକୃତ ଅଧିକାରାନୁସାରେ ଆପଣା ନଗରମାନଙ୍କରୁ ଲେବୀୟମାନଙ୍କୁ ଦେବେ।”