Numbers 36:1 — Compare Translations
5 translations compared side by side
Odia - 1840
"ତା'ପରେ ଗିଲିଯଦ ପରିବାରବର୍ଗର ଅଧିପତିମାନେ ଆସିଲେ। ମାଖୀରର ପୁତ୍ର ଗିଲିଯଦ, ମନଃଶିର ପୁତ୍ର ମାଖୀର ଓ ମନଃଶି ୟୋଶଫଙ୍କେର ପୁତ୍ର ଥିଲେ, ମାଶାଙ୍କେ ଓ ଇଶ୍ରାୟେଲ ଲୋକମାନଙ୍କର ଅଧିପତିମାନେ ସମାନଙ୍କେ ସମ୍ମୁଖ ରେ ପ୍ରାସ୍ତାବ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଯୋଷେଫ-ସନ୍ତାନଗଣର ବଂଶୀୟ ଲୋକମାନଙ୍କ ମଧ୍ୟରୁ ମନଃଶିର ପୌତ୍ର ମାଖୀରର ପୁତ୍ର ଗିଲୀୟଦ ବଂଶୀୟ ପିତୃଗୃହର ପ୍ରଧାନମାନେ ନିକଟକୁ ଆସିଲେ, ପୁଣି ମୋଶାଙ୍କର ସମ୍ମୁଖରେ ଓ ଇସ୍ରାଏଲ-ସନ୍ତାନମାନଙ୍କ ପିତୃଗୃହର ପ୍ରଧାନ ସ୍ଵରୂପ ଅଧିପତିବର୍ଗଙ୍କ ସମ୍ମୁଖରେ ପ୍ରସ୍ତାବ କଲେ;
Odia Bible ERV 2004 (ପବିତ୍ର ବାଇବଲ)
ସଲଫାଦର କନ୍ୟାମାନଙ୍କର ଭୂମି ତା’ପରେ ଗିଲିୟଦ ପରିବାରବର୍ଗର ଅଧିପତିମାନେ ଆସିଲେ। ମାଖୀରର ପୁତ୍ର ଗିଲିୟଦ, ମନଃଶିର ପୁତ୍ର ମାଖୀର ଓ ମନଃଶି ଯୋଷେଫଙ୍କର ପୁତ୍ର ଥିଲେ, ମୋଶାଙ୍କ ଓ ଇସ୍ରାଏଲ ଲୋକମାନଙ୍କର ଅଧିପତିମାନେ ସେମାନଙ୍କ ସମ୍ମୁଖରେ ପ୍ରାସ୍ତାବ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯୋଷେଫ-ସନ୍ତାନଗଣଙ୍କର ବଂଶୀୟ ଲୋକମାନଙ୍କ ମଧ୍ୟରୁ ମନଃଶିର ପୌତ୍ର ମାଖୀରର ପୁତ୍ର ଗିଲୀୟଦ ବଂଶୀୟ ପିତୃଗୃହର ପ୍ରଧାନମାନେ ନିକଟକୁ ଆସିଲେ, ପୁଣି, ମୋଶାଙ୍କର ସମ୍ମୁଖରେ ଓ ଇସ୍ରାଏଲ ସନ୍ତାନମାନଙ୍କ ପିତୃଗୃହର ପ୍ରଧାନ ସ୍ୱରୂପ ଅଧିପତିବର୍ଗଙ୍କ ସମ୍ମୁଖରେ ପ୍ରସ୍ତାବ କଲେ;
Odia IRV 2017 (ଓଡିଆ ବାଇବେଲ)