Numbers 36:10 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ମାଶାଙ୍କେୁ ଯେଉଁପରି ଆଜ୍ଞା ଦେଲେ, ସଲଫାଦରଙ୍କ କନ୍ଯାମାନେ ସହେି ଅନୁସାରେ କର୍ମ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞା ଦେଲେ, ତଦନୁସାରେ ସଲଫାଦର କନ୍ୟାମାନେ କର୍ମ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ମୋଶାଙ୍କୁ ଯେଉଁପରି ଆଜ୍ଞା ଦେଲେ, ସଲଫାଦରଙ୍କ କନ୍ୟାମାନେ ସେହି ଅନୁସାରେ କର୍ମ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞା ଦେଲେ, ତଦନୁସାରେ ସଲଫାଦର କନ୍ୟାମାନେ କର୍ମ କଲେ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞା ଦେଲେ, ତଦନୁସାରେ ସଲଫାଦର କନ୍ୟାମାନେ କର୍ମ କଲେ।