Numbers 36:11 — Compare Translations

5 translations compared side by side

Odia - 1840
"ଏଣୁ ସଲଫାଦରଙ୍କ କନ୍ଯାଗଣ ଯଥା: ମହଲା, ତିର୍ସା, ହଗ୍ଲା, ମିଲ୍କା ଓ ନୋଯା, ସମାନଙ୍କେ ପିତୃବ୍ଯ ପୁତ୍ରମାନଙ୍କୁ ବିବାହ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅର୍ଥାତ୍, ମହଲା ଓ ତିର୍ସା ଓ ହଗ୍ଲା ଓ ମିଲ୍‍କା ଓ ନୋୟା, ସଲଫାଦର ଏହି କନ୍ୟାଗଣ ଆପଣା ଆପଣା ପିତୃବ୍ୟ ପୁତ୍ରମାନଙ୍କ ସହିତ ବିବାହ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ସଲଫାଦରଙ୍କ କନ୍ୟାଗଣ ଯଥା: ମହଲା, ତିର୍ସା, ହ‌ଗ୍‌‌‌ଲା, ମି‌ଲ୍‌କା ଓ ନୋୟା, ସେମାନଙ୍କ ପିତୃବ୍ୟ ପୁତ୍ରମାନଙ୍କୁ ବିବାହ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅର୍ଥାତ୍‍, ମହଲା, ତିର୍ସା, ହଗ୍ଲା, ମିଲ୍କା ଓ ନୋୟା, ସଲଫାଦର ଏହି କନ୍ୟାଗଣ ଆପଣା ଆପଣା ପିତୃବ୍ୟ ପୁତ୍ରମାନଙ୍କ ସହିତ ବିବାହ କଲେ।
Odia IRV 2017 (ଓଡିଆ ବାଇବେଲ)
ଅର୍ଥାତ୍‍, ମହଲା, ତିର୍ସା, ହଗ୍‍ଲା, ମିଲ୍‍କା ଓ ନୋୟା, ସଲଫାଦର ଏହି କନ୍ୟାଗଣ ଆପଣା ଆପଣା ପିତୃବ୍ୟ ପୁତ୍ରମାନଙ୍କ ସହିତ ବିବାହ କଲେ।