Numbers 36:12 — Compare Translations
5 translations compared side by side
Odia - 1840
"ମନଃଶି ପରିବାରବର୍ଗ ମଧିଅରେ ସମାନେେ ବିବାହ କଲେ। ତେଣୁ ସମାନଙ୍କେର ଭୂମି ଅଧିକାର ସମାନଙ୍କେ ପିତୃ ସମ୍ବନ୍ଧୀଯ ପରିବାର ମଧିଅରେ ରହିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୋଷେଫଙ୍କର ପୁତ୍ର ମନଃଶି-ସନ୍ତାନଗଣର ବଂଶ ମଧ୍ୟରେ ସେମାନଙ୍କର ବିବାହ ହେଲା, ତହିଁରେ ସେମାନଙ୍କର ଅଧିକାର ସେମାନଙ୍କ ପିତୃବଂଶୀୟ ବଂଶ ମଧ୍ୟରେ ରହିଲା ।
Odia Bible ERV 2004 (ପବିତ୍ର ବାଇବଲ)
ମନଃଶି ପରିବାରବର୍ଗ ମଧ୍ୟରେ ସେମାନେ ବିବାହ କଲେ। ତେଣୁ ସେମାନଙ୍କର ଭୂମି ଅଧିକାର ସେମାନଙ୍କ ପିତୃ ସମ୍ବନ୍ଧୀୟ ପରିବାର ମଧ୍ୟରେ ରହିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୋଷେଫଙ୍କର ପୁତ୍ର ମନଃଶି ସନ୍ତାନଗଣଙ୍କର ବଂଶ ମଧ୍ୟରେ ସେମାନଙ୍କର ବିବାହ ହେଲା, ତହିଁରେ ସେମାନଙ୍କର ଅଧିକାର ସେମାନଙ୍କ ପିତୃବଂଶୀୟ ବଂଶ ମଧ୍ୟରେ ରହିଲା।
Odia IRV 2017 (ଓଡିଆ ବାଇବେଲ)
ଯୋଷେଫଙ୍କର ପୁତ୍ର ମନଃଶି-ସନ୍ତାନଗଣଙ୍କର ବଂଶ ମଧ୍ୟରେ ସେମାନଙ୍କର ବିବାହ ହେଲା, ତହିଁରେ ସେମାନଙ୍କର ଅଧିକାର ସେମାନଙ୍କ ପିତୃବଂଶୀୟ ବଂଶ ମଧ୍ୟରେ ରହିଲା।