Numbers 36:13 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଯିରୀହାେ ନକଟସ୍ଥ ୟର୍ଦ୍ଦନ ସମୀପରେ ମାୟୋବ ପଦା ରେ ମାଶାଙ୍କେୁ ବ୍ଯବସ୍ଥା ଦେଲେ। ଇଶ୍ରାୟେଲ ଲୋକମାନଙ୍କ ନିମନ୍ତେ ସଦାପ୍ରଭୁ ଏହିସବୁ ଆଜ୍ଞା ଓ ଶାସନ ଆଦେଶ ଦଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଯିରୀହୋ ନିକଟସ୍ଥ ଯର୍ଦ୍ଦନ ସମୀପରେ ମୋୟାବ-ପଦାରେ ମୋଶାଙ୍କ ଦ୍ଵାରା ଇସ୍ରାଏଲ-ସନ୍ତାନଗଣ ପ୍ରତି ଏହି ସମସ୍ତ ଆଜ୍ଞା ଓ ଶାସନ ଆଦେଶ କରିଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଯିରୀହୋ ନିକଟସ୍ଥ ଯର୍ଦ୍ଦନ ସମୀପରେ ମୋୟାବ ପଦାରେ ମୋଶାଙ୍କୁ ବ୍ୟବସ୍ଥା ଦେଲେ। ଇସ୍ରାଏଲ ଲୋକମାନଙ୍କ ନିମନ୍ତେ ସଦାପ୍ରଭୁ ଏହିସବୁ ଆଜ୍ଞା ଓ ଶାସନ ଆଦେଶ ଦେଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଯିରୀହୋ ନିକଟସ୍ଥ ଯର୍ଦ୍ଦନ ସମୀପରେ ମୋୟାବ-ପଦାରେ ମୋଶାଙ୍କ ଦ୍ୱାରା ଇସ୍ରାଏଲ-ସନ୍ତାନଗଣଙ୍କ ପ୍ରତି ଏହି ସମସ୍ତ ଆଜ୍ଞା ଓ ଶାସନ ଆଦେଶ କରିଥିଲେ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଯିରୀହୋ ନିକଟସ୍ଥ ଯର୍ଦ୍ଦନ ସମୀପରେ ମୋୟାବ-ପଦାରେ ମୋଶାଙ୍କ ଦ୍ୱାରା ଇସ୍ରାଏଲ ସନ୍ତାନଗଣଙ୍କ ପ୍ରତି ଏହି ସମସ୍ତ ଆଜ୍ଞା ଓ ଶାସନ ଆଦେଶ କରିଥିଲେ।