Numbers 36:2 — Compare Translations
5 translations compared side by side
Odia - 1840
"ସମାନେେ କହିଲେ, ସଦାପ୍ରଭୁ ଇଶ୍ରାୟେଲ ଲୋକମାନଙ୍କୁ ଗୁଳାବାଣ୍ଟ ଦ୍ବାରା ଦଶାଧେିକାର ଦବୋ ପାଇଁ ଆମ୍ଭମାନଙ୍କର ମୁନିବ ମାଶାଙ୍କେୁ ଆଜ୍ଞା ଦେଲେ। ଆମ୍ଭ ମୂନିବ ଆମ୍ଭମାନଙ୍କ ଭ୍ରାତା ସଲଫାଦରଙ୍କ ଅଧିକାର ତାହାର କନ୍ଯାମାନଙ୍କୁ ଦବୋ ପାଇଁ ସଦାପ୍ରଭୁଙ୍କଠାରୁ ଆଜ୍ଞା ପାଇଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେମାନେ କହିଲେ, ସଦାପ୍ରଭୁ ଗୁଲିବାଣ୍ଟ ଦ୍ଵାରା ଇସ୍ରାଏଲ-ସନ୍ତାନଗଣକୁ ଦେଶାଧିକାର ଦେବା ନିମନ୍ତେ ଆମ୍ଭ ପ୍ରଭୁଙ୍କୁ ଆଜ୍ଞା ଦେଲେ; ଆଉ ଆମ୍ଭ ପ୍ରଭୁ ଆମ୍ଭମାନଙ୍କ ଭ୍ରାତା ସଲଫାଦର ଅଧିକାର ତାହାର କନ୍ୟାମାନଙ୍କୁ ଦେବା ପାଇଁ ସଦାପ୍ରଭୁଙ୍କଠାରୁ ଆଜ୍ଞା ପାଇଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ କହିଲେ, “ସଦାପ୍ରଭୁ ଇସ୍ରାଏଲ ଲୋକମାନଙ୍କୁ ଗୁଲିବାଣ୍ଟ ଦ୍ୱାରା ଦେଶାଧିକାର ଦେବା ପାଇଁ ଆମ୍ଭମାନଙ୍କର ମୁନିବ ମୋଶାଙ୍କୁ ଆଜ୍ଞା ଦେଲେ। ଆମ୍ଭ ମୁନିବ ଆମ୍ଭମାନଙ୍କ ଭ୍ରାତା ସଲଫାଦରଙ୍କ ଅଧିକାର ତାହାର କନ୍ୟାମାନଙ୍କୁ ଦେବା ପାଇଁ ସଦାପ୍ରଭୁଙ୍କଠାରୁ ଆଜ୍ଞା ପାଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେମାନେ କହିଲେ, “ସଦାପ୍ରଭୁ ଗୁଲିବାଣ୍ଟ ଦ୍ୱାରା ଇସ୍ରାଏଲ-ସନ୍ତାନଗଣଙ୍କୁ ଦେଶାଧିକାର ଦେବା ନିମନ୍ତେ ଆମ୍ଭ ପ୍ରଭୁଙ୍କୁ ଆଜ୍ଞା ଦେଲେ; ଆଉ ଆମ୍ଭ ପ୍ରଭୁ ଆମ୍ଭମାନଙ୍କ ଭ୍ରାତା ସଲଫାଦର ଅଧିକାର ତାହାର କନ୍ୟାମାନଙ୍କୁ ଦେବା ପାଇଁ ସଦାପ୍ରଭୁଙ୍କଠାରୁ ଆଜ୍ଞା ପାଇଥିଲେ।
Odia IRV 2017 (ଓଡିଆ ବାଇବେଲ)