Numbers 36:3 — Compare Translations

5 translations compared side by side

Odia - 1840
"ଯଦି ଇଶ୍ରାୟେଲ ଲୋକମାନଙ୍କ ମଧ୍ଯରୁ କାହାରି ସଙ୍ଗେ ସମାନଙ୍କେର ବିବାହ ହୁଏ, ତବେେ ଆମ୍ଭମାନଙ୍କ ପୈତୃକ ଅଧିକାରରୁ ସମାନଙ୍କେ ଅଧିକାର କଟାୟିବ। ସମାନଙ୍କେ ଅଧିକାର ସମାନଙ୍କେ ସ୍ବାମୀ ପରିବାରବର୍ଗ ରେ ୟୁକ୍ତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଇସ୍ରାଏଲ-ସନ୍ତାନଗଣର ବଂଶସମୂହର ସନ୍ତାନମାନଙ୍କ ମଧ୍ୟରୁ କାହାରି ସଙ୍ଗେ ଯେବେ ସେମାନଙ୍କର ବିବାହ ହୁଏ, ତେବେ ଆମ୍ଭମାନଙ୍କ ପୈତୃକ ଅଧିକାରରୁ ସେମାନଙ୍କ ଅଧିକାର କଟାଯିବ; ପୁଣି ସେମାନେ ଯେଉଁ ବଂଶରେ ଗୃହୀତ ହେବେ, ସେହି ବଂଶର ଅଧିକାରରେ ତାହା ଯୁକ୍ତ ହେବ; ଏହିରୂପେ ତାହା ଆମ୍ଭମାନଙ୍କ ଅଧିକାରର ଅଂଶରୁ କଟାଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ଇସ୍ରାଏଲ ଲୋକମାନଙ୍କ ମଧ୍ୟରୁ କାହାରି ସଙ୍ଗେ ସେମାନଙ୍କର ବିବାହ ହୁଏ, ତେବେ ଆମ୍ଭମାନଙ୍କ ପୈତୃକ ଅଧିକାରରୁ ସେମାନଙ୍କ ଅଧିକାର କଟାଯିବ। ସେମାନଙ୍କ ଅଧିକାର ସେମାନଙ୍କ ସ୍ୱାମୀ ପରିବାରବର୍ଗରେ ଯୁକ୍ତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଇସ୍ରାଏଲ-ସନ୍ତାନଗଣଙ୍କର ବଂଶସମୂହର ସନ୍ତାନମାନଙ୍କ ମଧ୍ୟରୁ କାହାରି ସଙ୍ଗେ ଯଦି ସେମାନଙ୍କର ବିବାହ ହୁଏ, ତେବେ ଆମ୍ଭମାନଙ୍କ ପୈତୃକ ଅଧିକାରରୁ ସେମାନଙ୍କ ଅଧିକାର କଟାଯିବ; ପୁଣି, ସେମାନେ ଯେଉଁ ବଂଶରେ ଗୃହୀତ ହେବେ, ସେହି ବଂଶର ଅଧିକାରରେ ତାହା ଯୁକ୍ତ ହେବ; ଏହିରୂପେ ତାହା ଆମ୍ଭମାନଙ୍କ ଅଧିକାରର ଅଂଶରୁ କଟାଯିବ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଇସ୍ରାଏଲ-ସନ୍ତାନଗଣଙ୍କର ବଂଶ ସମୂହର ସନ୍ତାନମାନଙ୍କ ମଧ୍ୟରୁ କାହାରି ସଙ୍ଗେ ଯଦି ସେମାନଙ୍କର ବିବାହ ହୁଏ, ତେବେ ଆମ୍ଭମାନଙ୍କ ପୈତୃକ ଅଧିକାରରୁ ସେମାନଙ୍କ ଅଧିକାର କଟାଯିବ; ପୁଣି, ସେମାନେ ଯେଉଁ ବଂଶରେ ଗୃହୀତ ହେବେ, ସେହି ବଂଶର ଅଧିକାରରେ ତାହା ଯୁକ୍ତ ହେବ; ଏହିରୂପେ ତାହା ଆମ୍ଭମାନଙ୍କ ଅଧିକାରର ଅଂଶରୁ କଟାଯିବ।