Numbers 36:4 — Compare Translations
5 translations compared side by side
Odia - 1840
"ଯେତବେେଳେ ମହୋଲ୍ଲାସ-ଉତ୍ସବ ଇଶ୍ରାୟେଲ ଲୋକମାନଙ୍କ ଦ୍ବାରା ପାଳନ କରାୟିବ, ସମାନଙ୍କେର ସମ୍ପତ୍ତି ଅଧିକାର ସମାନେେ ବିବାହ କରିଥିବା ପରିବାରକୁ ଚାଲିୟିବ। ଏହି ପ୍ରକା ରେ ସମାନଙ୍କେର ସମ୍ପତ୍ତି ଅଧିକାର ଆମ୍ଭମାନଙ୍କ ପରିବାରରୁ ନିଆୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯେତେବେଳେ ଇସ୍ରାଏଲ-ସନ୍ତାନଗଣର ଯୋବେଲ ଉପସ୍ଥିତ ହେବ, ସେତେବେଳେ ସେମାନେ ଯେଉଁମାନଙ୍କ ମଧ୍ୟରେ ଗୃହୀତା, ସେହି ବଂଶର ଅଧିକାରରେ ସେମାନଙ୍କର ଅଧିକାର ଯୁକ୍ତ ହେବ; ଏହିରୂପେ ଆମ୍ଭମାନଙ୍କ ପୈତୃକ ବଂଶରୁ ସେମାନଙ୍କ ଅଧିକାର କଟାଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ମହୋଲ୍ଲାସ-ଉତ୍ସବ ଇସ୍ରାଏଲ ଲୋକମାନଙ୍କ ଦ୍ୱାରା ପାଳନ କରାଯିବ, ସେମାନଙ୍କର ସମ୍ପତ୍ତି ଅଧିକାର ସେମାନେ ବିବାହ କରିଥିବା ପରିବାରକୁ ଗ୍ଭଲିଯିବ। ଏହି ପ୍ରକାରେ ସେମାନଙ୍କର ସମ୍ପତ୍ତିର ଅଧିକାର ଆମ୍ଭମାନଙ୍କ ପରିବାରରୁ ନିଆଯିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯେତେବେଳେ ଇସ୍ରାଏଲ-ସନ୍ତାନଗଣଙ୍କର ଯୋବେଲ ଉପସ୍ଥିତ ହେବ, ସେତେବେଳେ ସେମାନେ ଯେଉଁମାନଙ୍କ ମଧ୍ୟରେ ଗୃହୀତା, ସେହି ବଂଶର ଅଧିକାରରେ ସେମାନଙ୍କର ଅଧିକାରଯୁକ୍ତ ହେବ; ଏହିରୂପେ ଆମ୍ଭମାନଙ୍କ ପୈତୃକ ବଂଶରୁ ସେମାନଙ୍କ ଅଧିକାର କଟାଯିବ।”
Odia IRV 2017 (ଓଡିଆ ବାଇବେଲ)
ଆଉ ଯେତେବେଳେ ଇସ୍ରାଏଲ-ସନ୍ତାନଗଣଙ୍କର ଯୁବ୍ଲୀ ଉପସ୍ଥିତ ହେବ, ସେତେବେଳେ ସେମାନେ ଯେଉଁମାନଙ୍କ ମଧ୍ୟରେ ଗୃହୀତା, ସେହି ବଂଶର ଅଧିକାରରେ ସେମାନଙ୍କର ଅଧିକାର ଯୁକ୍ତ ହେବ; ଏହିରୂପେ ଆମ୍ଭମାନଙ୍କ ପୈତୃକ ବଂଶରୁ ସେମାନଙ୍କ ଅଧିକାର କଟାଯିବ।”