Numbers 36:5 — Compare Translations
5 translations compared side by side
Odia - 1840
"ତହୁଁ ମାଶାେ ସଦାପ୍ରଭୁଙ୍କ ବାକ୍ଯ ଅନୁସାରେ ଆଜ୍ଞା ଦଇେ କହିଲେ, ଯୋଷଫେ ପରିବାରବର୍ଗର ଏହି ଲୋକମାନେ ୟାଥାର୍ଥ କହୁ ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ମୋଶା ସଦାପ୍ରଭୁଙ୍କ ବାକ୍ୟାନୁସାରେ ଆଜ୍ଞା ଦେଇ କହିଲେ, ଯୋଷେଫ-ସନ୍ତାନଗଣର ବଂଶ ଯଥାର୍ଥ କହୁଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ମୋଶା ସଦାପ୍ରଭୁଙ୍କ ବାକ୍ୟ ଅନୁସାରେ ଆଜ୍ଞା ଦେଇ କହିଲେ, “ଯୋଷେଫଙ୍କ ପରିବାରବର୍ଗର ଏହି ଲୋକମାନେ ଯଥାର୍ଥ କହୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ମୋଶା ସଦାପ୍ରଭୁଙ୍କ ବାକ୍ୟାନୁସାରେ ଇସ୍ରାଏଲକୁ ଆଜ୍ଞା ଦେଇ କହିଲେ, “ଯୋଷେଫ-ସନ୍ତାନଗଣଙ୍କର ବଂଶ ଯଥାର୍ଥ କହୁଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ମୋଶା ସଦାପ୍ରଭୁଙ୍କ ବାକ୍ୟାନୁସାରେ ଇସ୍ରାଏଲକୁ ଆଜ୍ଞା ଦେଇ କହିଲେ, “ଯୋଷେଫ-ସନ୍ତାନଗଣଙ୍କର ବଂଶ ଯଥାର୍ଥ କହୁଅଛନ୍ତି।