Numbers 36:7 — Compare Translations

5 translations compared side by side

Odia - 1840
"ଅଧିକାର ଗୋଟିଏ ପରିବାରବର୍ଗରୁ ଅନ୍ୟ ଗୋଟିଏ ପରିବାରବର୍ଗକୁ ୟିବା ଉଚିତ୍ ନୁହଁ। ଇଶ୍ରାୟେଲ ପ୍ରେତ୍ୟକକ ବ୍ଯକ୍ତି ସମାନଙ୍କେର ଭୂମିର ଅଧିକାର ନିଜ ନିଜ ପରିବାରବର୍ଗଙ୍କ ମଧିଅରେ ରଖିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହା କଲେ ଇସ୍ରାଏଲ-ସନ୍ତାନଗଣର ଅଧିକାର ଏକ ବଂଶରୁ ଅନ୍ୟ ବଂଶକୁ ଯିବ ନାହିଁ; ଇସ୍ରାଏଲ-ସନ୍ତାନଗଣ ପ୍ରତ୍ୟେକେ ଆପଣା ଆପଣା ପୈତୃକ ବଂଶର ଅଧିକାର ମଧ୍ୟରେ ରହିବେ।
Odia Bible ERV 2004 (ପବିତ୍ର ବାଇବଲ)
ଅଧିକାର ଗୋଟିଏ ପରିବାରବର୍ଗରୁ ଅନ୍ୟ ଗୋଟିଏ ପରିବାରବର୍ଗକୁ ଯିବା ଉଚିତ୍ ନୁହେଁ। ଇସ୍ରାଏଲର ପ୍ରତ୍ୟେକ ବ୍ୟକ୍ତି ସେମାନଙ୍କର ଭୂମିର ଅଧିକାର ନିଜ ନିଜ ପରିବାରବର୍ଗଙ୍କ ମଧ୍ୟରେ ରଖିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହା କଲେ ଇସ୍ରାଏଲ-ସନ୍ତାନଗଣଙ୍କର ଅଧିକାର ଏକ ବଂଶରୁ ଅନ୍ୟ ବଂଶକୁ ଯିବ ନାହିଁ; ଇସ୍ରାଏଲ-ସନ୍ତାନଗଣଙ୍କ ପ୍ରତ୍ୟେକେ ଆପଣା ଆପଣା ପୈତୃକ ବଂଶର ଅଧିକାର ମଧ୍ୟରେ ରହିବେ।
Odia IRV 2017 (ଓଡିଆ ବାଇବେଲ)
ତାହା କଲେ ଇସ୍ରାଏଲ-ସନ୍ତାନଗଣଙ୍କର ଅଧିକାର ଏକ ବଂଶରୁ ଅନ୍ୟ ବଂଶକୁ ଯିବ ନାହିଁ; ଇସ୍ରାଏଲ-ସନ୍ତାନଗଣଙ୍କ ପ୍ରତ୍ୟେକେ ଆପଣା ଆପଣା ପୈତୃକ ବଂଶର ଅଧିକାର ମଧ୍ୟରେ ରହିବେ।