Numbers 36:9 — Compare Translations
5 translations compared side by side
Odia - 1840
"ଏକ ପରିବାରବର୍ଗରୁ ଅନ୍ୟ ପରିବାରବର୍ଗକୁ ଅଧିକାର ୟିବ ଉଚିତ୍ ନାହିଁ। ଇଶ୍ରାୟେଲର ପ୍ରେତ୍ୟକକ ପରିବାରବର୍ଗ ସମାନଙ୍କେ ଅଧିକାର ମଧିଅରେ ରହିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଏକ ବଂଶରୁ ଅନ୍ୟ ବଂଶକୁ ଅଧିକାର ଯିବ ନାହିଁ; ମାତ୍ର ଇସ୍ରାଏଲ-ସନ୍ତାନଗଣର ବଂଶସମୂହ ପ୍ରତ୍ୟେକେ ଆପଣା ଆପଣା ପୈତୃକ ଅଧିକାର ମଧ୍ୟରେ ରହିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଏକ ପରିବାରବର୍ଗରୁ ଅନ୍ୟ ପରିବାରବର୍ଗକୁ ଅଧିକାର ଯିବା ଉଚିତ୍ ନାହିଁ। ଇସ୍ରାଏଲର ପ୍ରତ୍ୟେକ ପରିବାରବର୍ଗ ସେମାନଙ୍କ ଅଧିକାର ମଧ୍ୟରେ ରହିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଏକ ବଂଶରୁ ଅନ୍ୟ ବଂଶକୁ ଅଧିକାର ଯିବ ନାହିଁ; ମାତ୍ର ଇସ୍ରାଏଲ-ସନ୍ତାନଗଣଙ୍କର ବଂଶସମୂହ ପ୍ରତ୍ୟେକେ ଆପଣା ଆପଣା ପୈତୃକ ଅଧିକାର ମଧ୍ୟରେ ରହିବେ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଏକ ବଂଶରୁ ଅନ୍ୟ ବଂଶକୁ ଅଧିକାର ଯିବ ନାହିଁ; ମାତ୍ର ଇସ୍ରାଏଲ-ସନ୍ତାନଗଣଙ୍କର ବଂଶସମୂହ ପ୍ରତ୍ୟେକେ ଆପଣା ଆପଣା ପୈତୃକ ଅଧିକାର ମଧ୍ୟରେ ରହିବେ।”