Numbers 4:10 — Compare Translations

5 translations compared side by side

Odia - 1840
"ପୁଣି ସମାନେେ ତାକୁ ଓ ତହିଁର ସମସ୍ତ ସରଞ୍ଜାମ ଏକ ଶିଶୁକଚର୍ମର ମଧିଅରେ ରଖିବେ ଏବଂ ତାହାକୁ ଗୋଟିଏ ଖୁଣ୍ଟ ରେ ରଖିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେମାନେ ତାହା ଓ ତହିଁର ସମସ୍ତ ପାତ୍ର ଶିଶୁକଚର୍ମର ଏକ ଆଚ୍ଛାଦନରେ ରଖି ଦୋଳା ଉପରେ ଥୋଇବେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେମାନେ ତାକୁ ଓ ତହିଁର ସମସ୍ତ ସରଞ୍ଜାମ ଏକ ଶିଶୁକଚର୍ମର ମଧ୍ୟରେ ରଖିବେ ଏବଂ ତାହାକୁ ଗୋଟିଏ ଖୁଣ୍ଟରେ ରଖିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ତାହା ଓ ତହିଁର ସମସ୍ତ ପାତ୍ର ଶିଶୁକ ଚର୍ମର ଏକ ଆଚ୍ଛାଦନରେ ରଖି ଦୋଳା ଉପରେ ଥୋଇବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ତାହା ଓ ତହିଁର ସମସ୍ତ ପାତ୍ର ଶିଶୁକଚର୍ମର ଏକ ଆଚ୍ଛାଦନରେ ରଖି ଦୋଳା ଉପରେ ଥୋଇବେ।