Numbers 4:11 — Compare Translations
5 translations compared side by side
Odia - 1840
"ପୁଣି ସମାନେେ ସ୍ବର୍ଣ୍ଣମଯ ବଦେି ଉପରେ ନୀଳବର୍ଣ୍ଣ ଏକ ବସ୍ତ୍ର ବିଛାଇ ତାହା ଶିଶୁକଚର୍ମ ରେ ଢାଙ୍କିବେ ଏବଂ କଡା ମଧିଅରେ ସାଙ୍ଗୀ ପୁରାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେମାନେ ସ୍ଵର୍ଣ୍ଣମୟ ବେଦି ଉପରେ ନୀଳବର୍ଣ୍ଣ ଏକ ବସ୍ତ୍ର ବିଛାଇ ତାହା ଶିଶୁକଚର୍ମରେ ଢ଼ାଙ୍କିବେ ଓ ତହିଁରେ ସାଙ୍ଗୀ ଲଗାଇବେ ।
Odia Bible ERV 2004 (ପବିତ୍ର ବାଇବଲ)
“ପୁଣି ସେମାନେ ସ୍ୱର୍ଣ୍ଣମୟ ବେଦି ଉପରେ ନୀଳବର୍ଣ୍ଣ ଏକ ବସ୍ତ୍ର ବିଛାଇ ତାହା ଶିଶୁକଚର୍ମରେ ଢାଙ୍କିବେ ଏବଂ କଡ଼ା ମଧ୍ୟରେ ସାଙ୍ଗୀ ପୁରାଇବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ସ୍ୱର୍ଣ୍ଣମୟ ବେଦି ଉପରେ ନୀଳବର୍ଣ୍ଣ ଏକ ବସ୍ତ୍ର ବିଛାଇ ତାହା ଶିଶୁକ ଚର୍ମରେ ଢ଼ାଙ୍କିବେ ଓ ତହିଁରେ ସାଙ୍ଗୀ ଲଗାଇବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ସ୍ୱର୍ଣ୍ଣମୟ ବେଦି ଉପରେ ନୀଳବର୍ଣ୍ଣ ଏକ ବସ୍ତ୍ର ବିଛାଇ ତାହା ଶିଶୁକଚର୍ମରେ ଢ଼ାଙ୍କିବେ ଓ ତହିଁରେ ସାଙ୍ଗୀ ଲଗାଇବେ।