Numbers 4:12 — Compare Translations

5 translations compared side by side

Odia - 1840
"ତା'ପରେ ସମାନେେ ସବୋର୍ଥକ ସମସ୍ତ ପବିତ୍ର ପାତ୍ର ନଇେ ନୀଳବର୍ଣ୍ଣ ବସ୍ତ୍ର ମଧିଅରେ ଗୁଡାଇ ରଖିବେ। ସମାନେେ ତାହାକୁ ଶିଶୁକଚର୍ମର ଆଛାଦନ କରିବେ ଏବଂ ତା'ପରେ ତାହାକୁ ଗୋଟିଏ ଖୁଣ୍ଟ ରେ ରଖିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେମାନେ ପବିତ୍ର ସ୍ଥାନର ସେବାର୍ଥକ ସମସ୍ତ ପାତ୍ର ନେଇ ନୀଳବର୍ଣ୍ଣ ବସ୍ତ୍ର ମଧ୍ୟରେ ରଖିବେ ଓ ଶିଶୁକଚର୍ମର ଏକ ଆଚ୍ଛାଦନରେ ତାହା ଢାଙ୍କି ଦୋଳା ଉପରେ ରଖିବେ ।
Odia Bible ERV 2004 (ପବିତ୍ର ବାଇବଲ)
“ତା’ପରେ ସେମାନେ ସେବାର୍ଥକ ସମସ୍ତ ପବିତ୍ର ପାତ୍ର ନେଇ ନୀଳବର୍ଣ୍ଣ ବସ୍ତ୍ର ମଧ୍ୟରେ ଗୁଡ଼ାଇ ରଖିବେ। ସେମାନେ ତାହାକୁ ଶିଶୁକଚର୍ମର ଆଚ୍ଛାଦନ କରିବେ ଏବଂ ତା’ପରେ ତାହାକୁ ଗୋଟିଏ ଖୁଣ୍ଟରେ ରଖିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେମାନେ ପବିତ୍ର ସ୍ଥାନର ସେବାର୍ଥକ ସମସ୍ତ ପାତ୍ର ନେଇ ନୀଳବର୍ଣ୍ଣ ବସ୍ତ୍ର ମଧ୍ୟରେ ରଖିବେ ଓ ଶିଶୁକ ଚର୍ମର ଏକ ଆଚ୍ଛାଦନରେ ତାହା ଢାଙ୍କି ଦୋଳା ଉପରେ ରଖିବେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେମାନେ ପବିତ୍ର ସ୍ଥାନର ସେବାର୍ଥକ ସମସ୍ତ ପାତ୍ର ନେଇ ନୀଳବର୍ଣ୍ଣ ବସ୍ତ୍ର ମଧ୍ୟରେ ରଖିବେ ଓ ଶିଶୁକଚର୍ମର ଏକ ଆଚ୍ଛାଦନରେ ତାହା ଢାଙ୍କି ଦୋଳା ଉପରେ ରଖିବେ।