Numbers 4:13 — Compare Translations

5 translations compared side by side

Odia - 1840
"ପୁଣି ସମାନେେ ୟଜ୍ଞବଦେୀରୁ ଭସ୍ମ କାଢି ନଇେ ତହିଁ ଉପରେ ବାଇଗଣି ରଗଂର ବସ୍ତ୍ର ବିଛାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେମାନେ ବେଦିରୁ ଭସ୍ମ କାଢ଼ି ନେଇ ତହିଁ ଉପରେ ବାଇଗଣିଆ ବର୍ଣ୍ଣ ବସ୍ତ୍ର ବିଛାଇବେ ।
Odia Bible ERV 2004 (ପବିତ୍ର ବାଇବଲ)
“ପୁଣି ସେମାନେ ଯଜ୍ଞବେଦିରୁ ଭସ୍ମ କାଢ଼ି ନେଇ ତହିଁ ଉପରେ ବାଇଗଣି ରଙ୍ଗର ବସ୍ତ୍ର ବିଛାଇବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ବେଦିରୁ ଭସ୍ମ କାଢ଼ିନେଇ ତହିଁ ଉପରେ ବାଇଗଣିଆ ବର୍ଣ୍ଣ ବସ୍ତ୍ର ବିଛାଇବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ବେଦିରୁ ଭସ୍ମ କାଢ଼ି ନେଇ ତହିଁ ଉପରେ ବାଇଗଣିଆ ବର୍ଣ୍ଣ ବସ୍ତ୍ର ବିଛାଇବେ।